John 3:13 — Compare Translations
7 translations compared side by side
Odia - 1840
"ମନଷ୍ଯପୁତ୍ର କବଳେ ସହେି ଜଣେ ୟିଏ ସ୍ବର୍ଗରୁ ଆସିଛନ୍ତି ଓ ସେ ହିଁ ଏକମାତ୍ର ୟିଏ ସ୍ବର୍ଗକୁ ଯାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ଵର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ଵର୍ଗାରୋହଣ କରି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟପୁତ୍ର କେବଳ ସେହି ଜଣେ ଯିଏ ସ୍ୱର୍ଗରୁ ଆସିଛନ୍ତି, ଓ ସେ ହିଁ ଏକମାତ୍ର ଯିଏ ସ୍ୱର୍ଗକୁ ଯାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸರ್ಗಾ ವೈನಾ ಉತ್ರುನ್ ಯೆಲ್ಲ್ಯಾ ಮಾನ್ಸಾಚ್ಯಾ ಲೆಕಾಕ್ ಎಕ್ಲ್ಯಾಕ್ ಸೊಡುನ್, ಅನಿ ಕೊನ್ಬಿ ಸರ್ಗಾತ್ ಗೆಲ್ಲೊ ನಾ.