John 3:14 — Compare Translations

7 translations compared side by side

Odia - 1840
" ମାଶାେ ମରୁଭୂମିରେ ସର୍ପକୁ ଉପରକୁ ଉଠାଇଥିଲେ। ଠିକ୍ ସହେିପରି ମନୁଷ୍ଯପୁତ୍ର ମଧ୍ଯ ଉପରକୁ ଉଠାଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ସର୍ପକୁ ଊର୍ଦ୍ଧ୍ଵକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହିପ୍ରକାର ଊର୍ଦ୍ଧ୍ଵକୁ ଉଠାଯିବେ,
Odia BSI (ପବିତ୍ର ବାଇବଲ (CL) NT (BSI))
ମୋଶା ମରୁପ୍ରାନ୍ତରରେ ଯେପରି ଗୋଟିଏ ଧାତୁନିର୍ମିତ ସର୍ପକୁ ଉପରକୁ ଉଠାଇଥିଲେ, ମନୁଷ୍ୟପୁତ୍ର ସେପରି ଊଦ୍ଧ୍ୱର୍କୁ ଉଠାଯିବେ।
Odia Bible ERV 2004 (ପବିତ୍ର ବାଇବଲ)
“ମୋଶା ମରୁଭୂମିରେ ସର୍ପକୁ ଉପରକୁ ଉଠାଇଥିଲେ। ଠିକ୍ ସେହିପରି ମନୁଷ୍ୟପୁତ୍ର ମଧ୍ୟ ଉପରକୁ ଉଠାଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ପିତ୍ତଳର ଏକ ସର୍ପକୁ ଊର୍ଦ୍ଧ୍ୱକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହି ପ୍ରକାର ଊର୍ଦ୍ଧ୍ୱକୁ ଉଠାଯିବେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ସର୍ପକୁ ଊର୍ଦ୍ଧ୍ୱକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହି ପ୍ରକାର ଊର୍ଦ୍ଧ୍ୱକୁ ଉଠାଯିବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶೆ ಮೊಯ್ಜೆನ್ ಡಂಗ್ಳಿತ್ ಪಿತ್ಳಿಚೊ ಸಾಪ್ ಕರುನ್ ಎಕ್ ಖಾಂಬ್ಯಾವರ್ತಿ ವೈರ್ ಕರುನ್‍ ಲಾವಲ್ಲ್ಯಾನ್, ತಸೆಚ್ ಮಾನ್ಸಾಚ್ಯಾ ಲೆಕಾಕ್‍ಬಿ ವೈರ್ ಉಕ್ಲುನ್ ಹೊತಾ.