John 3:15 — Compare Translations
7 translations compared side by side
Odia - 1840
"ଏହା ଦ୍ବାରା ମନୁଷ୍ଯପୁତ୍ରଙ୍କଠା ରେ ବିଶ୍ବାସ କରୁଥିବା ପ୍ରେତ୍ୟକକ ଲୋକ ଅନନ୍ତ ଜୀବନ ଲାଭ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଯେକେହି ତାହାଙ୍କଠାରେ ବିଶ୍ଵାସ କରେ, ସେ ଅନ; ଜୀବନ ପ୍ରାପ୍ତ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାହେଲେ, ଯେ କେହି ତାଙ୍କଠାରେ ବିଶ୍ୱାସ କରିବ, ସେ ଅନନ୍ତ ଜୀବନ ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଦ୍ୱାରା ମନୁଷ୍ୟପୁତ୍ରଙ୍କଠାରେ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକ ଅନନ୍ତ ଜୀବନ ଲାଭ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ।”
Odia IRV 2017 (ଓଡିଆ ବାଇବେଲ)
ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ತೆಚ್ಯಾ ವರ್ತಿ ವಿಶ್ವಾಸ್ ಕರಲ್ಲ್ಯಾ ಹರಿ ಎಕ್ಲ್ಯಾಕ್ ಕನ್ನಾಚ್ ಮರಾನ್ ನಸಲ್ಲೆ ಜಿವನ್ ಗಾವ್ತಾ.