John 3:16 — Compare Translations
7 translations compared side by side
Odia - 1840
"ହଁ, ପରମେଶ୍ବର ଏ ପୃଥିବୀକୁ ଏତେ ପ୍ ରମେ କଲେ ଯେ ସେ ତାହାଙ୍କ ଏକମାତ୍ର ପୁତ୍ରଙ୍କୁ ଦାନ କଲେ। ପରମେଶ୍ବର ତାହାଙ୍କ ପୁତ୍ରଙ୍କୁ ଦାନ କଲେ ଯେପରି ତାହାଙ୍କ ପୁତ୍ରଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ବ୍ଯକ୍ତି, ବିନାଶ ହବେେ ନାହିଁ, କିନ୍ତୁ ଅନନ୍ତ ଜୀବନ ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଈଶ୍ଵର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ଵିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେକେହି ତାହାଙ୍କଠାରେ ବିଶ୍ଵାସ କରେ, ସେ ବିନଷ୍ଟ ନ ହୋଇ ଅନ; ଜୀବନ ପ୍ରାପ୍ତ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ନିଜର ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ- ଯେ କେହି ତାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
ହଁ, ପରମେଶ୍ୱର ଏ ପୃଥିବୀକୁ ଏତେ ପ୍ରେମ କଲେ ଯେ ସେ ତାହାଙ୍କ ଏକମାତ୍ର ପୁତ୍ରଙ୍କୁ ଦାନ କଲେ। ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ଦାନ କଲେ ଯେପରି ତାହାଙ୍କ ପୁତ୍ରଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ବ୍ୟକ୍ତି, ବିନାଶ ହେବେ ନାହିଁ, କିନ୍ତୁ ଅନନ୍ତ ଜୀବନ ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
Odia IRV 2017 (ଓଡିଆ ବାଇବେଲ)
କାରଣ ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಹ್ಯಾ ಜಗಾಚೊ ಕವ್ಡೊ ಪ್ರೆಮ್ ಕರ್ಲ್ಯಾನ್ ಕಾಯ್ ಮಟ್ಲ್ಯಾರ್ ಅಪ್ನಾಚ್ಯಾ ಎಕ್ಲ್ಯಾಚ್ ಎಕ್ಲ್ಯಾ ಲೆಕಾಕ್ ತೆನಿ ಜಗಾಸಾಟ್ನಿ ದಿಲ್ಯಾನ್. ಅನಿ ತ್ಯೆಚ್ಯಾ ವರ್ತಿ ವಿಶ್ವಾಸ್ ಕರಲ್ಲೆ ಕೊನ್ಬಿ ನಾಸ್ ಹೊವ್ಚೆ ನ್ಹಯ್, ತೆಂಕಾ ಕನ್ನಾಬಿ ಮರಾನ್ ನಸಲ್ಲೆ ಜಿವನ್ ಗಾವುಚೆ ಮನುನ್ ತೆನಿ ದಿಲ್ಯಾನ್.