John 3:17 — Compare Translations
7 translations compared side by side
Odia - 1840
"ପରମେଶ୍ବର ତାହାଙ୍କ ପୁତ୍ରଙ୍କୁ ଏ ଜଗତକୁ ପଠାଇଲେ। ସେ ତାହାଙ୍କୁ ଜଗତର ବିଚାର କରିବା ପାଇଁ ପଠାଇ ନଥିଲେ। ମାତ୍ର ଏହି ଜଗତ ଯେପରି ତାହାଙ୍କ ପୁତ୍ରଙ୍କ ଦ୍ବାରା ଉଦ୍ଧାର ପାଇବ, ସେଥିପାଇଁ ସେ ତାହାଙ୍କୁ ପଠାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ଵର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ଵାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ତାଙ୍କ ପୁତ୍ରଙ୍କୁ ଜଗତର ବିଚାରକର୍ତ୍ତା ରୂପେ ପଠାଇ ନାହାନ୍ତି, କିନ୍ତୁ ଜଗତର ତ୍ରାଣକର୍ତ୍ତା ସ୍ୱରୂପେ ପଠାଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ଏ ଜଗତକୁ ପଠାଇଲେ। ସେ ତାହାଙ୍କୁ ଜଗତର ବିଗ୍ଭର କରିବା ପାଇଁ ପଠାଇ ନ ଥିଲେ। ମାତ୍ର ଏହି ଜଗତ ଯେପରି ତାହାଙ୍କ ପୁତ୍ରଙ୍କ ଦ୍ୱାରା ଉଦ୍ଧାର ପାଇବ, ସେଥିପାଇଁ ସେ ତାହାଙ୍କୁ ପଠାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ବର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ୱର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಅಪ್ನಾಚ್ಯಾ ಲೆಕಾಕ್ ಹ್ಯಾ ಜಗಾತ್ ಇಚಾರ್ನಿ ಕರುಕ್ ಮನುನ್ ಧಾಡುನ್ ದಿವ್ಕ್ ನಾ ಜಗಾಚೊ ರಾಕನ್ದಾರ್ ಹೊವ್ಸಾಟಿ ಮನುನ್ ಧಾಡುನ್ ದಿಲ್ಯಾನ್.