John 3:18 — Compare Translations
7 translations compared side by side
Odia - 1840
"ପରମେଶ୍ବରଙ୍କ ପୁତ୍ରଙ୍କଠା ରେ ବିଶ୍ବାସ ରଖୁଥିବା ଲୋକ କବେେ ବିଚାରିତ ହୁଏ ନାହିଁ। କିନ୍ତୁ ତାହାଙ୍କଠା ରେ ବିଶ୍ବାସ ନ କରୁଥିବା ଲୋକ ବିଚାରିତ ହାଇେସାରିଛି। କାରଣ ସେ ପରମେଶ୍ବରଙ୍କର ଏକମାତ୍ର ପୁତ୍ରଙ୍କୁ ବିଶ୍ବାସ କଲାନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ତାହାଙ୍କଠାରେ ବିଶ୍ଵାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ଵାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ଵରଙ୍କ ଅଦ୍ଵିତୀୟ ପୁତ୍ରଙ୍କ ନାମରେ ବିଶ୍ଵାସ କରି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ କେହି ସେହି ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆଉ ବିଚାରିତ ହେବ ନାହିଁ; କିନ୍ତୁ ଯେ ବିଶ୍ୱାସ କରେ ନାହିଁ, ତା’ର ବିଚାର ହୋଇ ସାରିଛି। କାରଣ ସେ ଈଶ୍ୱରଙ୍କ ଅଦ୍ୱିତୀୟ ପୁତ୍ରଙ୍କୁ ଅବିଶ୍ୱାସ କରିଛି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ ରଖୁଥିବା ଲୋକ କେବେ ବିଗ୍ଭରିତ ହୁଏ ନାହିଁ। କିନ୍ତୁ ତାହାଙ୍କଠାରେ ବିଶ୍ୱାସ ନ କରୁଥିବା ଲୋକ ବିଗ୍ଭରିତ ହୋଇସାରିଛି। କାରଣ ସେ ପରମେଶ୍ୱରଙ୍କର ଏକମାତ୍ର ପୁତ୍ରଙ୍କୁ ବିଶ୍ୱାସ କଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ବରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ୱରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೆಕಾಚ್ಯಾ ವರ್ತಿ ವಿಶ್ವಾಸ್, ಕರ್ತಲ್ಯಾಂಚಿ ಇಚಾರ್ನಿ ಹೊಯ್ನಾ ಜೆ ಕೊನ್ ವಿಶ್ವಾಸ್, ಕರಿನಾತ್ ತೆಂಚಿ ಅದ್ದಿ ಇಚಾರ್ನಿ ಕರುನ್ ಹೊಲಾ, ಕಶ್ಯಾಕ್ ಮಟ್ಲ್ಯಾರ್ ತೆನಿ ದೆವಾಚ್ಯಾ ಎಕ್ಲ್ಯಾಚ್ ಲೆಕಾಚ್ಯಾ ವರ್ತಿ ವಿಶ್ವಾಸ್, ಕರುಕ್ನ್ಯಾತ್.