John 3:2 — Compare Translations

7 translations compared side by side

Odia - 1840
"ସେ ଦିନେ ରାତ୍ରି ରେ ଯୀଶୁଙ୍କ ପାଖକୁ ଆସିଲେ। ସେ କହିଲେ, ହେ ଗୁରୁ, ଆମ୍ଭେ ଜାଣୁଛୁ ଯେ, ତୁମ୍ଭେ ଏକ ଗୁରୁ, ପରମେଶ୍ବରଙ୍କ ଦ୍ବାରା ପଠାଯାଇ ଅଛ। ତୁମ୍ଭେ ଯେଉଁସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଛ ସେ ଗୁଡିକ ପରମେଶ୍ବରଙ୍କ ସାହାୟ୍ଯ ନପାଇ କହେି କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ଵରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ଵର ସାଙ୍ଗରେ ନ ଥିଲେ ସେହିସବୁ କେହି କରିପାରେ ନାହିଁ ।।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି କହିଲେ, “ରାବି, ଆମେ ଜାଣୁ, ଆପଣ ଈଶ୍ୱର ପ୍ରେରିତ ଗୁରୁ। ଆପଣ ଯେଉଁସବୁ ଅଲୌକିକ କାର୍ଯ୍ୟ କରୁଛନ୍ତି, ଈଶ୍ୱରଙ୍କ ସହାୟତା ବିନା ତାହା କେହି କରି ପାରିବେ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ସେ ଦିନେ ରାତ୍ରିରେ ଯୀଶୁଙ୍କ ପାଖକୁ ଆସିଲେ। ସେ କହିଲେ, “ହେ ଗୁରୁ, ଆମ୍ଭେ ଜାଣିଛୁ ଯେ, ତୁମ୍ଭେ ଏକ ଗୁରୁ, ପରମେଶ୍ୱରଙ୍କ ଦ୍ୱାରା ପଠାଯାଇ ଅଛ। ତୁମ୍ଭେ ଯେଉଁସବୁ ଆଶ୍ଚର୍ଯ୍ୟ କାର୍ଯ୍ୟ କରୁଛ, ସେ ଗୁଡ଼ିକ ପରମେଶ୍ୱରଙ୍କ ସାହାଯ୍ୟ ନ ପାଇ କେହି କରି ପାରିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ବରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ବର ସାଙ୍ଗରେ ନ ଥିଲେ ସେହିସବୁ କେହି କରିପାରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ୱରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ୱର ସାଙ୍ଗରେ ନ ଥିଲେ ସେହି ସବୁ କେହି କରି ପାରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ದಿಸ್ ರಾಚ್ಚೆ ನಿಕೊದೆಮ್ ಜೆಜುಕ್ಡೆ ಗೆಲೊ, ಅನಿ ಜೆಜುಕ್, “ರಬ್ಬಿ ತಿಯಾ ದೆವಾನ್ ಧಾಡುನ್ ದಿಲ್ಲೊ ಎಕ್ ಗುರುಜಿ ಮನುನ್ ಅಮ್ಕಾ ಗೊತ್ತ್ ಹಾಯ್, ದೆವ್ ಫಾಟಿರ್ ರ್‍ಹಾಲ್ಯಾ ಶಿವಾಯ್ ಕೊನಾಕ್ಬಿ ತಿಯಾ ಕರ್‍ತೆ ತಸ್ಲಿ ಅಜಾಪಾ ಕರುಕ್ ಹೊಯ್ನಾ” ಮಟ್ಲ್ಯಾನ್.