John 3:20 — Compare Translations
7 translations compared side by side
Odia - 1840
"ମନ୍ଦକାର୍ୟ୍ଯ କରୁଥିବା ପ୍ରେତ୍ୟକକ ଲୋକ ଆଲୋକକୁ ଘୃଣା କରେ। ସେ କବେେ ଆଲୋକକୁ ଆସିବ ନାହିଁ କାରଣ ଆଲୋକ ତା'ର କୃତ ସମସ୍ତ ମନ୍ଦକାର୍ୟ୍ଯ ଗୁଡିକୁ ଦଖାଇେ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେକେହି କୁକର୍ମ କରେ, ଯେ ଜ୍ୟୋତିଃକି ଘୃଣା କରେ, ପୁଣି କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦୁଷ୍କର୍ମକାରୀ ଆଲୋକକୁ ଘୃଣା କରେ। ତା’ର ଦୁଷ୍କର୍ମଗୁଡ଼ିକ ପ୍ରକାଶ ପାଇଯିବା ଭୟରେ ସେ ଅଲୋକକୁ ଆସେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦକାର୍ଯ୍ୟ କରୁଥିବା ପ୍ରତ୍ୟେକ ଲୋକ ଆଲୋକକୁ ଘୃଣା କରେ। ସେ କେବେ ଆଲୋକକୁ ଆସିବ ନାହିଁ କାରଣ ଆଲୋକ ତା’ର କୃତ ସମସ୍ତ ମନ୍ଦକାର୍ଯ୍ୟ ଗୁଡ଼ିକୁ ଦେଖାଇ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେ କେହି କୁକର୍ମ କରେ, ଯେ ଜ୍ୟୋତିଃକୁ ଘୃଣା କରେ, ପୁଣି, କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେ କେହି କୁକର୍ମ କରେ, ଯେ ଜ୍ୟୋତିଃକୁ ଘୃଣା କରେ, ପୁଣି, କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ಬುರ್ಶಿ ಕಾಮಾ ಕರ್ತಾತ್, ತೆನಿ ಉಜ್ವೊಡಾಕ್ ಯೆಯ್ನಾತ್, ತೆನಿ ಉಜ್ವೊಡಾಕ್ ಧುರ್ ಕರ್ತಾತ್. ಕಶ್ಯಾಕ್ ಮಟ್ಲ್ಯಾರ್ ತೆಂಚಿ ಬುರ್ಶಿ ಕಾಮಾ ದಾಕ್ವುನ್ ದಿತಲೆ ತೆಂಕಾ ಮನ್ ನಾ.