John 3:21 — Compare Translations
7 translations compared side by side
Odia - 1840
"କିନ୍ତୁ ଯେଉଁ ଲୋକ ସତ୍ଯପଥ ଅନୁସରଣ କରେ, ସେ ଆଲୋକ ନିକଟକୁ ଆ ସେ। ତା'ପରେ ଆଲୋକ ସ୍ପଷ୍ଟ ଦଖାଇେ ଦବେ ଯେ ସେ ଲୋକ ଯେଉଁ କାର୍ୟ୍ଯ କରିଛି ତାହା ସେ ପରମେଶ୍ବରଙ୍କ ମାଧ୍ଯମ ରେ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେକେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ଵରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯାହା କର୍ମ ସତ୍, ସେ ଆଲୋକକୁ ଆସିବା ପାଇଁ ଇଚ୍ଛା କରେ; କାରଣ ତା’ କାର୍ଯ୍ୟରେ ସେ ଯେ ଈଶ୍ୱରଙ୍କ ଆଜ୍ଞାଧୀନ, ଏ କଥା ସେ ଆଲୋକରେ ପ୍ରକାଶ କରିବାକୁ ଚାହେଁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେଉଁ ଲୋକ ସତ୍ୟପଥ ଅନୁସରଣ କରେ, ସେ ଆଲୋକ ନିକଟକୁ ଆସେ। ତା’ପରେ ଆଲୋକ ସ୍ପଷ୍ଟ ଦେଖାଇ ଦେବ ଯେ ସେ ଲୋକ ଯେଉଁ କାର୍ଯ୍ୟ କରିଛି ତାହା ସେ ପରମେଶ୍ୱରଙ୍କ ମାଧ୍ୟମରେ କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେ କେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ବରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେ କେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ୱରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆ ಕೊನ್ ಖರೆ ಹಾಯ್ ತೊ ಉಜ್ವೊಡಾಕ್ಡೆ ಯೆತಾ. ಅನಿ ಅಶೆ ಉಜ್ವೊಡಾಕ್ ದಿಸುನ್ ಯಂವ್ದಿತ್ ತಸೆ ತೆಚಿ ಕಾಮಾ ದೆವಾನ್ ಕರ್ಲ್ಯಾನಾತ್.