John 3:22 — Compare Translations

7 translations compared side by side

Odia - 1840
"ଏହାପରେ ଯୀଶୁ ଓ ତାହାଙ୍କର ଶିଷ୍ଯମାନେ ୟିହୂଦା ଅଞ୍ଚଳକୁ ଗଲେ। ସଠାେରେ ଯୀଶୁ ତାହାଙ୍କ ଶିଷ୍ଯମାନଙ୍କ ସହିତ ରହି ଲୋକଙ୍କୁ ବାପ୍ତିସ୍ମ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିହୁଦା ପ୍ରଦେଶକୁ ଗଲେ, ଆଉ ସେ ସେସ୍ଥାନରେ ସେମାନଙ୍କ ସହିତ ରହି ବାପ୍ତିସ୍ମ।।ଦେବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ପରେ ଯୀଶୁ ତାଙ୍କ ଶିଷ୍ୟମାନଙ୍କ ସହ ଯିହୁଦା ପ୍ରଦେଶକୁ ଯାଇ ସେଠାରେ କିଛି ଦିନ ଅତିବାହିତ କଲେ। ସେଠାରେ ସେ ଜଳଦୀକ୍ଷା ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଏବଂ ବାପ୍ତିଜକ ଯୋହନ ଏହା ପରେ ଯୀଶୁ ଓ ତାହାଙ୍କର ଶିଷ୍ୟମାନେ ଯିହୂଦା ଅଞ୍ଚଳକୁ ଗଲେ। ସେଠାରେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କ ସହିତ ରହି ଲୋକଙ୍କୁ ବାପ୍ତିସ୍ମ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିହୂଦିୟା ପ୍ରଦେଶକୁ ଗଲେ, ଆଉ ସେ ସେହି ସ୍ଥାନରେ ସେମାନଙ୍କ ସହିତ ରହି ବାପ୍ତିସ୍ମ ଦେବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିହୂଦା ପ୍ରଦେଶକୁ ଗଲେ, ଆଉ ସେ ସେ ସ୍ଥାନରେ ସେମାନଙ୍କ ସହିତ ରହି ବାପ୍ତିସ୍ମ ଦେବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಹೊಲ್ಲ್ಯಾ ಮಾನಾ ಜೆಜು, ಅನಿ ತೆಚಿ ಶಿಸಾ ಜುದೆಯಾ ಮನ್ತಲ್ಯಾ ಪ್ರಾಂತ್ಯಾಕ್ ಗೆಲ್ಯಾನಿ. ಥೈ ಜೆಜು ತೆಂಚ್ಯಾ ವಾಂಗ್ಡಾ ಉಲ್ಲೊ ಎಳ್ ರ್‍ಹಾಲೊ, ಅನಿ ಬಾಲ್ತಿಮ್ ದಿಲ್ಯಾನ್.