John 3:23 — Compare Translations
7 translations compared side by side
Odia - 1840
"ଯୋହନ ମଧ୍ଯ ଏ ନୋନ ଗ୍ରାମ ରେ ଲୋକମାନଙ୍କୁ ବାପ୍ତିଜିତ ଦେଉଥିଲେ। ଏ ନୋନ ଶାଲମ ନଗର ନିକଟବର୍ତ୍ତୀ। ସଠାେରେ ପ୍ରଚୁର ଜଳ ଥିବାରୁ ଯୋହନ ସଠାେରେ ବାପ୍ତିସ୍ମ ଦେଉଥିଲେ। ଲୋକମାନେ ସଠାେକୁ ବାପ୍ତିଜିତ ହବୋପାଇଁ ଯାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋହନ ମଧ୍ୟ ଶାଲମ ନିକଟସ୍ଥ ଏନୋନରେ ବାପ୍ତିସ୍ମଦେଉଥିଲେ, କାରଣ ସେସ୍ଥାନରେ ବହୁତ ଜଳ ଥିଲା, ଆଉ ଲୋକେ ଆସି ବାପ୍ତିସ୍ମ ଗ୍ରହଣ କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ଶାଲିମ୍ର ଅଦୂରବର୍ତ୍ତୀ ଏନୋନରେ ଯୋହନ ମଧ୍ୟ ଜଳଦୀକ୍ଷା ଦେଉଥିଲେ, କାରଣ ସେଠାରେ ଯଥେଷ୍ଟ ଜଳ ଥିଲା ଓ ଜଳଦୀକ୍ଷା ନେବା ପାଇଁ ସେଠାକୁ ଅନେକ ଲୋକ ଆସୁଥିଲେ। (
Odia Bible ERV 2004 (ପବିତ୍ର ବାଇବଲ)
ଯୋହନ ମଧ୍ୟ ଏନୋନ ଗ୍ରାମରେ ଲୋକମାନଙ୍କୁ ବାପ୍ତିଜିତ ଦେଉଥିଲେ। ଏନୋନ ଶାଲମ ନଗର ନିକଟବର୍ତ୍ତୀ। ସେଠାରେ ପ୍ରଚୁର ଜଳ ଥିବାରୁ ଯୋହନ ସେଠାରେ ବାପ୍ତିସ୍ମ ଦେଉଥିଲେ। ଲୋକମାନେ ସେଠାକୁ ବାପ୍ତିଜିତ ହେବା ପାଇଁ ଯାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋହନ ମଧ୍ୟ ଶାଲମ ନିକଟସ୍ଥ ଏନୋନରେ ବାପ୍ତିସ୍ମ ଦେଉଥିଲେ, କାରଣ ସେ ସ୍ଥାନରେ ବହୁତ ଜଳ ଥିଲା, ଆଉ ଲୋକେ ଆସି ବାପ୍ତିସ୍ମ ଗ୍ରହଣ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯୋହନ ମଧ୍ୟ ଶାଲମ ନିକଟସ୍ଥ ଏନୋନରେ ବାପ୍ତିସ୍ମ ଦେଉଥିଲେ, କାରଣ ସେ ସ୍ଥାନରେ ବହୁତ ଜଳ ଥିଲା, ଆଉ ଲୋକେ ଆସି ବାପ୍ତିସ୍ମ ଗ୍ରହଣ କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಾಲಿಮ್ ಮನ್ತಲ್ಯಾ ಗಾಂವಾಂಚ್ಯಾ ಎನೊನ್ ಮನ್ತಲ್ಯಾ ಜಾಗ್ಯಾರ್ ಪಾಜೆ ತವ್ಡೆ ಪಾನಿ ಹೊತ್ತೆ, ತಸೆ ಮನುನ್ ಜುವಾಂವ್ ಥೈ ಲೊಕಾಕ್ನಿ ಬಾಲ್ತಿಮ್ ದಿವ್ಕ್ ಲಾಗಲ್ಲೊ, ಲೊಕಾ ಯೆವ್ನ್ ಬಾಲ್ತಿಮ್ ಘೆವ್ಲಾಗಲ್ಲಿ.