John 3:25 — Compare Translations
7 translations compared side by side
Odia - 1840
"ଯୋହନଙ୍କର କେତକେ ଶିଷ୍ଯଙ୍କର ସହିତ ଜଣେ ୟିହୁଦୀଙ୍କର ୟୁକ୍ତିତର୍କ ହେଲା। ସମାନେେ ତାହାଙ୍କ ସହିତ ଧର୍ମ ସଂକ୍ତାନ୍ତୀୟ ଶୁଚିକରଣ ବିଷୟ ରେ ତର୍କ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିମଧ୍ୟରେ ଶୌଚକ୍ରିୟା ସମ୍ଵନ୍ଧରେ ଯୋହନଙ୍କ ଶିଷ୍ୟମାନଙ୍କ ପକ୍ଷରୁ ଜଣେ ଯିହୁଦୀ ସହିତ ବାଦାନୁବାଦ ଘଟିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦିନେ ଶାସ୍ତ୍ରୀୟ ବିଧି ଅନୁଯାୟୀ ଶୁଚି ହେବା ବିଷୟରେ ଯୋହନଙ୍କ ଶିଷ୍ୟମାନେ ଜଣେ ଇହୁଦୀ ଲୋକ ସହିତ ତର୍କ କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୋହନଙ୍କର କେତେକ ଶିଷ୍ୟଙ୍କର ସହିତ ଜଣେ ଯିହୂଦୀଙ୍କର ଯୁକ୍ତିତର୍କ ହେଲା। ସେମାନେ ତାହାଙ୍କ ସହିତ ଧର୍ମସଂକ୍ରାନ୍ତୀୟ ଶୁଚିକରଣ ବିଷୟରେ ତର୍କ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିମଧ୍ୟରେ ଶୁଚିକ୍ରିୟା ସମ୍ବନ୍ଧରେ ଯୋହନଙ୍କ ଶିଷ୍ୟମାନଙ୍କ ପକ୍ଷରୁ ଜଣେ ଯିହୁଦୀ ସହିତ ବାଦାନୁବାଦ ଘଟିଲା।
Odia IRV 2017 (ଓଡିଆ ବାଇବେଲ)
ସେଥିମଧ୍ୟରେ ଶୌଚକ୍ରିୟା ସମ୍ବନ୍ଧରେ ଯୋହନଙ୍କ ଶିଷ୍ୟମାନଙ୍କ ପକ୍ଷରୁ ଜଣେ ଯିହୂଦୀ ସହିତ ବାଦାନୁବାଦ ଘଟିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲಿ ಜುವಾಂವಾಚಿ ಶಿಸಾ ಎಕ್ ಜುದೆವಾಕ್ಡೆ ಧಾರ್ಮಿಕ್ ರಿತಿಚ್ಯಾ ನಿತಳಾಚ್ಯಾ ವಿಶಯಾತ್ ವಾದ್ ಖೆಳುಲಾಗಲ್ಲಿ.