John 3:27 — Compare Translations
7 translations compared side by side
Odia - 1840
"ଯୋହନ ଉତ୍ତର ଦେଲେ, ପରମେଶ୍ବର ଗୋଟିଏ ଲୋକକୁ ଯାହା ଦିଅନ୍ତି, ସେ କବଳେ ସତେିକି ପାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋହନ ଉତ୍ତର ଦେଲେ, ସ୍ଵର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇ ପାରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋହନ ଉତ୍ତର ଦେଲେ: “ଈଶ୍ୱର ନ ଦେଲେ, ମନୁଷ୍ୟ କିଛି ପାଏ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯୋହନ ଉତ୍ତର ଦେଲେ, “ପରମେଶ୍ୱର ଗୋଟିଏ ଲୋକକୁ ଯାହା ଦିଅନ୍ତି, ସେ କେବଳ ସେତିକି ପାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋହନ ଉତ୍ତର ଦେଲେ, ସ୍ୱର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇପାରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯୋହନ ଉତ୍ତର ଦେଲେ, ସ୍ୱର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇ ପାରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜುವಾಂವಾಕ್ ಜವಾಬ್ ದಿಲ್ಲ್ಯಾನ್, “ದೆವಾನ್ ದಿಲ್ಯಾ ಶಿವಾಯ್ ಕೊನಾಕ್ಬಿ ಕಾಯ್ಬಿ ಗಾವಿನಾ”.