John 3:28 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ନିଜେ ମାରେ କହିବା ଶୁଣିଛ ଯେ 'ମୁଁ ଖ୍ରୀଷ୍ଟ ନୁହେଁ। ତାହାଙ୍କ ପାଇଁ ପଥ ତିଆରି କରିବା ଉଦ୍ଦେଶ୍ଯ ରେ ଈଶ୍ବର ମାେତେ ପଠାଇଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେ ଖ୍ରୀଷ୍ଟ ନୁହେ, କିନ୍ତୁ ତାହାଙ୍କ ଆଗରେ ପ୍ରେରିତ ହୋଇଅଛି, ଏହା ମୁଁ କହିଥିଲି ବୋଲି ତୁମ୍ଭେମାନେ ନିଜେ ନିଜେ ମୋହର ସାକ୍ଷୀ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ କହିଥିଲି, ‘ମୁଁ ମସୀହ ନୁହେଁ। ମୁଁ କେବଳ ତାଙ୍କର ଅଗ୍ରଦୂତ ସ୍ୱରୂପେ ପ୍ରେରିତ ହୋଇଛି।’
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ନିଜେ ମୋର କହିବା ଶୁଣିଛ ଯେ ‘ମୁଁ ଖ୍ରୀଷ୍ଟ ନୁହେଁ। ତାହାଙ୍କ ପାଇଁ ପଥ ତିଆରି କରିବା ଉଦ୍ଦେଶ୍ୟରେ ଈଶ୍ୱର ମୋତେ ପଠାଇଛନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେ ଖ୍ରୀଷ୍ଟ ନୁହେଁ, କିନ୍ତୁ ତାହାଙ୍କ ଆଗରେ ପ୍ରେରିତ ହୋଇଅଛି, ଏହା ମୁଁ କହିଥିଲି ବୋଲି ତୁମ୍ଭେମାନେ ନିଜେ ନିଜେ ମୋହର ସାକ୍ଷୀ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେ ଖ୍ରୀଷ୍ଟ ନୁହେଁ, କିନ୍ତୁ ତାହାଙ୍କ ଆଗରେ ପ୍ରେରିତ ହୋଇଅଛି, ଏହା ମୁଁ କହିଥିଲି ବୋଲି ତୁମ୍ଭେମାନେ ନିଜେ ନିଜେ ମୋହର ସାକ୍ଷୀ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಕಾ ಜುವಾಂವಾಕ್ ಸಾಂಗ್ಲ್ಯಾನ್ ಮಿಯಾ ಮೆಸ್ಸಿಯಾ ನ್ಹಯ್, ಮಾಕಾ ತ್ಯೆಚ್ಯಾನ್ಕಿ ಫಿಡೆ- ಫಿಡೆ ಧಾಡಲ್ಲೆ ಹೊತ್ತೆ ಮನುನ್ ಸಾಂಗ್ಲಾ ಮನ್ತಲ್ಯಾಕ್ ತುಮಿಚ್ ಸಾಕ್ಷಿ.