John 3:29 — Compare Translations
7 translations compared side by side
Odia - 1840
"କନ୍ଯା କବଳେ ବରର। ବରକୁ ସାହାୟ୍ଯ କରୁଥିବା ବନ୍ଧୁ ବର ଆସିବା ପର୍ୟ୍ଯନ୍ତ ଶୁଣେ ଓ ଅପେକ୍ଷା କରେ। ବରର ସ୍ବର ଶୁଣି ସହେି ବନ୍ଧୁ ବହୁତ ଖୁସି ହୁଏ। ମୁଁ ଏବେ ସହେି ଭଳି ଆନନ୍ଦ ପାଉଛି। ଏହା ମାରେ ଆନନ୍ଦର ସମୟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାଙ୍କ କଥା ଶୁଣେ, ସେ ବରଙ୍କ ସ୍ଵର ସକାଶେ ଅତ୍ୟ; ଆନନ୍ଦିତ ହୁଏ । ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର ଏ କଥାର ତୁମ୍ଭେମାନେ ସାକ୍ଷୀ। ନବବଧୂ କେବଳ ବରର ନିଜସ୍ୱ। କିନ୍ତୁ ପାଶ୍ୱର୍ରେ ଠିଆ ହୋଇଥିବା ବରର ବନ୍ଧୁ ତା’ କଥା ଶୁଣି ଉତ୍ଫୁଲ ହୁଏ। ଏହି ପରିପୂର୍ଣ୍ଣ ଆନନ୍ଦ ମୁଁ ଏବେ ଉପଭୋଗ କରୁଛି।
Odia Bible ERV 2004 (ପବିତ୍ର ବାଇବଲ)
କନ୍ୟା କେବଳ ବରର। ବରକୁ ସାହାଯ୍ୟ କରୁଥିବା ବନ୍ଧୁ ବର ଆସିବା ପର୍ଯ୍ୟନ୍ତ ଶୁଣେ ଓ ଅପେକ୍ଷା କରେ। ବରର ସ୍ୱର ଶୁଣି ସେହି ବନ୍ଧୁ ବହୁତ ଖୁସୀ ହୁଏ। ମୁଁ ଏବେ ସେହିଭଳି ଆନନ୍ଦ ପାଉଛି। ଏହା ମୋର ଆନନ୍ଦର ସମୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାହାଙ୍କ କଥା ଶୁଣେ, ସେ ବରଙ୍କ ସ୍ୱର ସକାଶେ ଅତ୍ୟନ୍ତ ଆନନ୍ଦିତ ହୁଏ। ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାଙ୍କ କଥା ଶୁଣେ, ସେ ବରଙ୍କ ସ୍ୱର ସକାଶେ ଅତ୍ୟନ୍ତ ଆନନ୍ଦିତ ହୁଏ । ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನ್ಹವ್ರೊ ಮಟ್ಲ್ಯಾರ್, ಕೊನ್ ಮಟ್ಲ್ಯಾರ್ ತೆಕಾ ನ್ಹವ್ರಿ ಸಮಂದ್ ಪಡಲ್ಲಿ ರ್ಹಾತಾ; ಖರೆ ನ್ಹವ್ರ್ಯಾಚ್ಯಾ ದೊಸ್ತಾಕ್ ನ್ಹವ್ರ್ಯಾಚೊ ಧನ್ ಅಪ್ನಾಚ್ಯಾ ಕಾನಾತ್ ಪಡಲ್ಲ್ಯಾ ತನ್ನಾ ತೆಕಾ ಲೈ ಕುಶಿ ಹೊತಾ. ತೊ ತ್ಯೆಚ್ಯಾ ಬಾಜುಕುಚ್ ಇಬೆರಾಲ್ಲೊ ರ್ಹಾತಾ. ಹ್ಯಾ ಥರಿನ್ ಮಾಜಿ ಸ್ವತಾಚಿ ಕುಶಿ ಪುರಾ ಹೊತಾ.