John 3:31 — Compare Translations
7 translations compared side by side
Odia - 1840
"ସ୍ବର୍ଗରୁ ଆସିଥିବା ବ୍ଯକ୍ତି ଅନ୍ୟ ଲୋକମାନଙ୍କ ଅପେକ୍ଷା ଶ୍ ରେଷ୍ଠ। ପୃଥିବୀରୁ ଆସିଥିବା ବ୍ଯକ୍ତି ପୃଥିବୀର ଅଟନ୍ତି। ସହେି ବ୍ଯକ୍ତି ପୃଥିବୀ ରେ ଥିବା ବସ୍ତୁ ବିଷୟ ରେ କହନ୍ତି। କିନ୍ତୁ ଯେଉଁ ବ୍ଯକ୍ତି ସ୍ବର୍ଗରୁ ଆସନ୍ତି, ସେ ଅନ୍ୟ ସମସ୍ତଙ୍କଠାରୁ ଶ୍ରଷ୍ଠ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଊର୍ଦ୍ଧ୍ଵରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ; ଯେ ପୃଥିବୀରୁ ଉତ୍ପନ୍ନ, ସେ ପାର୍ଥିବ, ଆଉ ସେ ପାର୍ଥିବ କଥା କହେ; ଯେ ସ୍ଵର୍ଗରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ସ୍ୱର୍ଗରୁ ଆଗତ, ସେ ସମସ୍ତଙ୍କଠାରୁ ମହାନ୍। ପୃଥିବୀରୁ ଯେ ଜାତ, ସେ ପାର୍ଥିବ; ସେ କେବଳ ପାର୍ଥିବ ବିଷୟ କହିଥାଏ। କିନ୍ତୁ ଯେ ସ୍ୱର୍ଗରୁ ଆଗତ, ସେ ସମସ୍ତଙ୍କଠାରୁ ଊଦ୍ଧ୍ୱର୍ରେ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗରୁ ଆସିବା ଜଣେ ବ୍ୟକ୍ତି “ସ୍ୱର୍ଗରୁ ଆସିଥିବା ବ୍ୟକ୍ତି ଅନ୍ୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ। ପୃଥିବୀରୁ ଆସିଥିବା ବ୍ୟକ୍ତି ପୃଥିବୀର ଅଟନ୍ତି। ସେହି ବ୍ୟକ୍ତି ପୃଥିବୀରେ ଥିବା ବସ୍ତୁ ବିଷୟରେ କହନ୍ତି। କିନ୍ତୁ ଯେଉଁ ବ୍ୟକ୍ତି ସ୍ୱର୍ଗରୁ ଆସନ୍ତି, ସେ ଅନ୍ୟ ସମସ୍ତଙ୍କଠାରୁ ଶ୍ରଷ୍ଠେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଊର୍ଦ୍ଧ୍ୱରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ; ଯେ ପୃଥିବୀରୁ ଉତ୍ପନ୍ନ, ସେ ପାର୍ଥିବ, ଆଉ ସେ ପାର୍ଥିବ କଥା କହେ; ଯେ ସ୍ୱର୍ଗରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ।
Odia IRV 2017 (ଓଡିଆ ବାଇବେଲ)
ଯେ ଊର୍ଦ୍ଧ୍ୱରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ; ଯେ ପୃଥିବୀରୁ ଉତ୍ପନ୍ନ, ସେ ପାର୍ଥିବ, ଆଉ ସେ ପାର୍ଥିବ କଥା କହେ; ଯେ ସ୍ୱର୍ଗରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೊ ಕೊನ್ ವೈನಾ ಯೆತಾ ತೊ ಸಗ್ಳ್ಯಾಂಚ್ಯಾನ್ಕಿ ಮೊಟೊ, ಜೊ ಕೊನ್ ಹ್ಯಾ ಜಿಮ್ನಿಕ್ ಸಮಂದ್ ಪಡಲ್ಲೊ ಹಾಯ್, ತೊ ಹ್ಯಾ ಜಿಮ್ನಿ ವೈಲೊಚ್, ಅನಿ ಹ್ಯಾ ಜಿಮ್ನಿ ವೈಲ್ಯಾ ವಿಶಯಾತುಚ್ ತೊ ಬೊಲ್ತಾ, ಖರೆ ಜೊ ಸರ್ಗಾವೈನಾ, ಯೆಲಾ ತೊ ಸಗ್ಳ್ಯಾಂಚ್ಯಾನ್ಕಿ ವೈಲೊ