John 3:32 — Compare Translations
7 translations compared side by side
Odia - 1840
"ସେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ସହେି ବିଷୟ ରେ କୁହନ୍ତି। କିନ୍ତୁ ସେ କହିଥିବା କଥା ସବୁ ଲୋକେ ଗ୍ରହଣ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯାହା ଦେଖିଅଛନ୍ତି ଓ ଶୁଣିଅଛନ୍ତି, ତାହା ସମ୍ଵନ୍ଧରେ ସେ ସାକ୍ଷ୍ୟ ଦିଅନ୍ତି, କିନ୍ତୁ ତାହାଙ୍କର ସାକ୍ଷ୍ୟ କେହି ଗ୍ରହଣ କରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି, ସେହି ବିଷୟ ପ୍ରକାଶ କରୁଛନ୍ତି, କିନ୍ତୁ ତାଙ୍କ ବାର୍ତ୍ତା କେହି ଗ୍ରହଣ କରୁ ନାହାନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ସେହି ବିଷୟରେ କହନ୍ତି। କିନ୍ତୁ ସେ କହିଥିବା କଥା ସବୁ ଲୋକେ ଗ୍ରହଣ କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯାହା ଦେଖିଅଛନ୍ତି ଓ ଶୁଣିଅଛନ୍ତି, ତାହା ସମ୍ବନ୍ଧରେ ସେ ସାକ୍ଷ୍ୟ ଦିଅନ୍ତି, କିନ୍ତୁ ତାହାଙ୍କର ସାକ୍ଷ୍ୟ କେହି ଗ୍ରହଣ କରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଯାହା ଦେଖିଅଛନ୍ତି ଓ ଶୁଣିଅଛନ୍ତି, ତାହା ସମ୍ବନ୍ଧରେ ସେ ସାକ୍ଷ୍ୟ ଦିଅନ୍ତି, କିନ୍ତୁ ତାହାଙ୍କର ସାକ୍ଷ୍ୟ କେହି ଗ୍ରହଣ କରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಜೆ ಕಾಯ್ ಅಪ್ನಿ ಬಗಟ್ಲ್ಯಾನಾಯ್, ಅನಿ ಆಯಿಕ್ಲ್ಯಾನಾಯ್ ತ್ಯೆಚ್ಯಾ ವಿಶಯಾತುಚ್ ಲೊಕಾ ಸ್ವಿಕಾರ್ ಕರಿನಾತ್. ಖರೆ ಅಜುನ್ಬಿ ಕೊನ್ಬಿ ತೆನಿ ದಿಲ್ಲಿ ಸಾಕ್ಷಿ ಮಾನುನ್ ಘೆಯ್ನಾತ್.