John 3:33 — Compare Translations
7 translations compared side by side
Odia - 1840
"ସେ କହୁଥିବା କଥା ଗୁଡିକୁ ଯେଉଁ ଲୋକ ଗ୍ରହଣ କରେ, ସେ ପ୍ରମାଣ ଦିଏ ଯେ ପରମେଶ୍ବର ଯାହା କହନ୍ତି ତାହା ସତ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ତାହାଙ୍କର ସାକ୍ଷ୍ୟ ଗ୍ରହଣ କରିଅଛି, ଈଶ୍ଵର ଯେ ସତ୍ୟ, ଏହା ସେ ମୁଦ୍ରାଙ୍କନ କରିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ କେହି ତାଙ୍କ ବାର୍ତ୍ତା ଗ୍ରହଣ କରେ, ସେ ଈଶ୍ୱରଙ୍କୁ ସତ୍ୟର ସ୍ୱରୂପ ବୋଲି ସ୍ୱୀକାର କରେ।
Odia Bible ERV 2004 (ପବିତ୍ର ବାଇବଲ)
ସେ କହୁଥିବା କଥା ଗୁଡ଼ିକୁ ଯେଉଁ ଲୋକ ଗ୍ରହଣ କରେ, ସେ ପ୍ରମାଣ ଦିଏ ଯେ ପରମେଶ୍ୱର ଯାହା କହନ୍ତି ତାହା ସତ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ତାହାଙ୍କର ସାକ୍ଷ୍ୟ ଗ୍ରହଣ କରିଅଛି, ଈଶ୍ବର ଯେ ସତ୍ୟ, ଏହା ସେ ମୁଦ୍ରାଙ୍କନ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ଯେ ତାହାଙ୍କର ସାକ୍ଷ୍ୟ ଗ୍ରହଣ କରିଅଛି, ଈଶ୍ୱର ଯେ ସତ୍ୟ, ଏହା ସେ ମୁଦ୍ରାଙ୍କନ କରିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆ ಕೊನ್ ತೆಚಿ ಸಾಕ್ಷಿ ಸ್ವಿಕಾರ್ ಕರ್ತಾ ತೊ ಅಶೆಚ್ ಕರುನ್ ದೆವ್ ಕರೊ ಮನುನ್ ಸಾಬಿತ್ ಕರ್ತಾ