John 3:34 — Compare Translations

7 translations compared side by side

Odia - 1840
"ପରମେଶ୍ବର ତାହାଙ୍କୁ ପଠାଇଛନ୍ତି। ପରମେଶ୍ବର ଯାହା କହିଥାନ୍ତି, ସେ ତାହା କହନ୍ତି। ପରମେଶ୍ବର ସମ୍ପୂର୍ଣ୍ଣଭାବେ ତାହାଙ୍କୁ ପବିତ୍ର ଆତ୍ମା ପ୍ରଦାନ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଈଶ୍ଵର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ଵରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ଆତ୍ମା ପ୍ରଦାନ କରନ୍ତି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯାହାଙ୍କୁ ଈଶ୍ୱର ପ୍ରେରଣ କରିଛନ୍ତି, ସେ ଈଶ୍ୱରଙ୍କ ବାକ୍ୟ କୁହନ୍ତି, କାରଣ ସେ ଈଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାହାଙ୍କୁ ପଠାଇଛନ୍ତି। ପରମେଶ୍ୱର ଯାହା କହିଥା’ନ୍ତି, ସେ ତାହା କହନ୍ତି। ପରମେଶ୍ୱର ସମ୍ପୂର୍ଣ୍ଣଭାବେ ତାହାଙ୍କୁ ପବିତ୍ରଆତ୍ମା ପ୍ରଦାନ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଈଶ୍ବର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ପବିତ୍ର ଆତ୍ମା ପ୍ରଦାନ କରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଈଶ୍ୱର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ୱରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ଆତ୍ମା ପ୍ରଦାନ କରନ୍ତି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನಾಕ್ ದೆವಾನ್ ಧಾಡುನ್ ದಿಲ್ಯಾನಾಯ್ ತೊ ದೆವಾಚ್ಯಾಚ್ ಗೊಸ್ಟಿಯಾ ಬೊಲ್ತಾ, ಕಶ್ಯಾಕ್ ಮಟ್ಲ್ಯಾರ್ ದೆವ್ ತೆಕಾ ಅಪ್ನಾಚೊ ಆತ್ಮೊ ಭರ್‍ಪುರ್ ಮಾಪಾನಿ ದಿತಾ.