John 3:35 — Compare Translations
7 translations compared side by side
Odia - 1840
"ପରମପିତା ପୁତ୍ରଙ୍କୁ ଭଲ ପାଆନ୍ତି। ସେ ତାହାଙ୍କୁ ସମସ୍ତ ବିଷୟର ଉପରେ କ୍ଷମତା ପ୍ରଦାନ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତା ପୁତ୍ରଙ୍କୁ ପ୍ରେମ କରନ୍ତି, ପୁଣି ସମସ୍ତ ବିଷୟ ତାହାଙ୍କ ହସ୍ତରେ ଅର୍ପଣ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତା ଈଶ୍ୱର ପୁତ୍ରଙ୍କୁ ପ୍ରେମ କରନ୍ତି ଓ ତାଙ୍କଠାରେ ସମସ୍ତ ବିଷୟର କର୍ତ୍ତୃତ୍ୱ ଅର୍ପଣ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମପିତା ପୁତ୍ରଙ୍କୁ ଭଲ ପାଆନ୍ତି। ସେ ତାହାଙ୍କୁ ସମସ୍ତ ବିଷୟର ଉପରେ କ୍ଷମତା ପ୍ରଦାନ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିତା ପୁତ୍ରଙ୍କୁ ପ୍ରେମ କରନ୍ତି, ପୁଣି, ସମସ୍ତ ବିଷୟ ତାହାଙ୍କ ହସ୍ତରେ ଅର୍ପଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପିତା ପୁତ୍ରଙ୍କୁ ପ୍ରେମ କରନ୍ତି, ପୁଣି, ସମସ୍ତ ବିଷୟ ତାହାଙ୍କ ହସ୍ତରେ ଅର୍ପଣ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾಬಾ ಅಪ್ನಾಚ್ಯಾ ಲೆಕಾಚೊ ಪ್ರೆಮ್ ಕರ್ತಾ, ಅನಿ ತೆಂಕಾ ಸಗ್ಳ್ಯಾ ವರ್ತಿ ಅದಿಕಾರ್ ದಿಲಾ.