John 3:36 — Compare Translations
7 translations compared side by side
Odia - 1840
"ପୁତ୍ରଙ୍କୁ ବିଶ୍ବାସ କରୁଥିବା ଲୋକ ଅନନ୍ତ ଜୀବନ ପାଆନ୍ତି। କିନ୍ତୁ ପୁତ୍ରଙ୍କୁ ଅବଜ୍ଞା କରୁଥିବା ଲୋକ କଦାପି ଅନନ୍ତ ଜୀବନ ଲାଭ କରିବ ନାହିଁ। ସହେି ଲୋକମାନଙ୍କ ଉପରେ ପରମେଶ୍ବରଙ୍କର କୋରଧ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ପୁତ୍ରଙ୍କଠାରେ ବିଶ୍ଵାସ କରେ, ସେ ଅନ; ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ଵରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ କେହି ସେହି ପୁତ୍ରଙ୍କଠାରେ ବିଶ୍ୱାସ ସ୍ଥାପନ କରେ, ସେ ଅନନ୍ତ ଜୀବନ ପାଇବ; ଯେ କେହି ତାଙ୍କର ଅବାଧ୍ୟ ହୁଏ, ସେ ସେହି ଜୀବନରୁ ବଞ୍ôଚତ ହେବ ଓ ଈଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ରହିବ।
Odia Bible ERV 2004 (ପବିତ୍ର ବାଇବଲ)
ପୁତ୍ରଙ୍କୁ ବିଶ୍ୱାସ କରୁଥିବା ଲୋକ ଅନନ୍ତ ଜୀବନ ପାଆନ୍ତି। କିନ୍ତୁ ପୁତ୍ରଙ୍କୁ ଅବଜ୍ଞା କରୁଥିବା ଲୋକ କଦାପି ଅନନ୍ତ ଜୀବନ ଲାଭ କରିବ ନାହିଁ। ସେହି ଲୋକମାନଙ୍କ ଉପରେ ପରମେଶ୍ୱରଙ୍କର କ୍ରୋଧ ରହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।
Odia IRV 2017 (ଓଡିଆ ବାଇବେଲ)
ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೊ ಕೊನ್ ಲೆಕಾಚ್ಯಾ ವರ್ತಿ ವಿಶ್ವಾಸ್ ಕರ್ತಾ ತೆಕಾ ಕನ್ನಾಚ್ ಮರಾನ್ ನಸಲ್ಲೆ ಜಿವನ್ ಗಾವ್ತಾ; ಜೆ ಕೊನ್ ಲೆಕಾಚಿ ಆಜ್ಞಾ ಮಾನಿನಾತ್, ತೆಂಕಾ ಕನ್ನಾಚ್ ಮರಾನ್ ನಸಲ್ಲೆ ಜಿವನ್ ಗಾವಿನಾ, ತೆನಿ ದೆವಾಚ್ಯಾ ರಾಗಾತ್ ರ್ಹಾತ್ಯಾತ್.