John 3:4 — Compare Translations
7 translations compared side by side
Odia - 1840
"ନୀକଦୀମ ତାହାଙ୍କୁ କହିଲେ, କିନ୍ତୁ ଯଦି କୌଣସି ବ୍ଯକ୍ତି ବୃଦ୍ଧ ହାଇେ ସାରିଛି, ତବେେ ସେ କିପରି ପୁନର୍ବାର ଜନ୍ମ ନଇେ ପାରିବ? ଜଣେ ଲୋକ କଦାପି ତାର ମାତାର ଗର୍ଭ ରେ ଆଉ ଥରେ ପ୍ରବେଶ କରିପାରିବ ନାହିଁ। ତେଣୁ ଜଣେ ବ୍ଯକ୍ତି କଦାପି ଦ୍ବିତୀୟ ଥର ଜନ୍ମ ଗ୍ରହଣ କରି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନୀକଦୀମ ତାହାଙ୍କୁ ପଚାରିଲେ, ବୃଦ୍ଧ ହେଲେ ମନୁଷ୍ୟ କିପ୍ରକାର ଜନ୍ମ ହୋଇ ପାରେ? ସେ କଅଣ ଦ୍ଵିତୀୟ ଥର ଆପଣା ମାତାର ଗର୍ଭରେ ପ୍ରବେଶ କରି ଜନ୍ମ ହୋଇ ପାରେ?
Odia BSI (ପବିତ୍ର ବାଇବଲ (CL) NT (BSI))
ନିକଦୀମ ପଚାରିଲେ, “ଜଣେ ବୟଃପ୍ରାପ୍ତ ବ୍ୟକ୍ତି ଆଉ ଥରେ କିପରି ଜନ୍ମ ଗ୍ରହଣ କରିପାରିବ? ମାତୃ ଗର୍ଭରେ ପ୍ରବେଶ କରି ସେ କ’ଣ ଦ୍ୱିତୀୟ ଥର ଜନମ ହୋଇ ପାରିବ?”
Odia Bible ERV 2004 (ପବିତ୍ର ବାଇବଲ)
ନୀକଦୀମ ତାହାଙ୍କୁ କହିଲେ, “କିନ୍ତୁ ଯଦି କୌଣସି ବ୍ୟକ୍ତି ବୃଦ୍ଧ ହୋଇ ସାରିଛି, ତେବେ ସେ କିପରି ପୁନର୍ବାର ଜନ୍ମ ନେଇ ପାରିବ? ଜଣେ ଲୋକ କଦାପି ତା’ର ମାତାର ଗର୍ଭରେ ଆଉ ଥରେ ପ୍ରବେଶ କରି ପାରିବ ନାହିଁ। ତେଣୁ ଜଣେ ବ୍ୟକ୍ତି କଦାପି ଦ୍ୱିତୀୟ ଥର ଜନ୍ମ ଗ୍ରହଣ କରି ପାରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନୀକଦୀମ ତାହାଙ୍କୁ ପଚାରିଲେ, ବୃଦ୍ଧ ହେଲେ ମନୁଷ୍ୟ କି ପ୍ରକାର ଜନ୍ମ ହୋଇପାରେ? ସେ କଅଣ ଦ୍ୱିତୀୟ ଥର ଆପଣା ମାତାର ଗର୍ଭରେ ପ୍ରବେଶ କରି ଜନ୍ମ ହୋଇପାରେ?
Odia IRV 2017 (ଓଡିଆ ବାଇବେଲ)
ନୀକଦୀମ ତାହାଙ୍କୁ ପଚାରିଲେ, ବୃଦ୍ଧ ହେଲେ ମନୁଷ୍ୟ କି ପ୍ରକାର ଜନ୍ମ ହୋଇ ପାରେ? ସେ କ'ଣ ଦ୍ୱିତୀୟ ଥର ଆପଣା ମାତାର ଗର୍ଭରେ ପ୍ରବେଶ କରି ଜନ୍ମ ହୋଇ ପାରେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ನಿಕೊದೆಮಾನ್, “ಎಕ್ ಮೊಟ್ಯಾ ಮಾನ್ಸಾಕ್, ಅನಿ ಎಗ್ದಾ ಉಪ್ಜುನ್ ಯೆತಲೆ ಮಟ್ಲ್ಯಾರ್, ಕಶೆ?” ಮನುನ್ ಇಚಾರ್ಲ್ಯಾನ್, ಅನಿ “ಅನಿ ಪರ್ತುನ್ ಬಾಯ್ಚ್ಯಾ ಪೊಟಾತ್ ಗುಸುನ್ ದೊನ್ವೆಪಟಿ ಉಪಜ್ ಘೆವ್ಕ್ ತರ್ ಹೊಯ್ನಾ!” ಮಟ್ಲ್ಯಾನ್.