John 3:5 — Compare Translations
7 translations compared side by side
Odia - 1840
"ଯୀଶୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ଜଣେ ଲୋକ ନିଶ୍ଚିତ ଭାବେ ଜଳ ଓ ଆତ୍ମାରୁ ଜନ୍ମ ହାଇେ ନଥାଏ, ତବେେ ସେ କଦାପି ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରି ପାରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ: “ସତ୍ୟ ସତ୍ୟ ମୁଁ ତୁମକୁ କହୁଛି, ଜଳ ଓ ଆତ୍ମାରୁ ଆଉ ଥରେ ଜନ୍ମ ନ ହେଲେ, କେହି ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଜଣେ ଲୋକ ନିଶ୍ଚିତ ଭାବେ ଜଳ ଓ ଆତ୍ମାରୁ ଜନ୍ମ ହୋଇ ନ ଥାଏ, ତେବେ ସେ କଦାପି ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିପାରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରି ପାରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್, “ಮಿಯಾ ತುಕಾ ಖರೆ ಅಸಲ್ಲೆ ಸಾಂಗುಕ್ ಲಾಗ್ಲಾ, ಪಾನಿಯಾನ್, ಅನಿ ಪವಿತ್ರ್ ಆತ್ಮ್ಯಾನ್ ಅನಿ ಪರ್ತುನ್ ಉಪ್ಜುನ್ ಯೆಲ್ಯಾ ಶಿವಾಯ್ ಕೊನಾಕ್ಬಿ ದೆವಾಚ್ಯಾ ರಾಜಾತ್ ಭುತ್ತುರ್ ಜಾವ್ಕ್ ಹೊಯ್ನಾ”.