John 3:6 — Compare Translations

7 translations compared side by side

Odia - 1840
"ଜଣେ ଲୋକର ଶରୀର ତାର ପିତା ମାତାଙ୍କଠାରୁ ଜନ୍ମ ନିଏ। କିନ୍ତୁ ଜଣେ ଲୋକର ଆତ୍ମିକ ଜୀବନ ଆତ୍ମାଙ୍କଠାରୁ ଜନ୍ମ ନିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶରୀରରୁ ଯାହା ଜାତ, ତାହା ଶାରୀରିକ। ଆତ୍ମାରୁ ଯାହା ଜାତ, ତାହା ଆତ୍ମିକ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଲୋକର ଶରୀର ତା’ର ପିତା-ମାତାଙ୍କଠାରୁ ଜନ୍ମ ନିଏ। କିନ୍ତୁ ଜଣେ ଲୋକର ଆତ୍ମିକ ଜୀବନ ଆତ୍ମାଙ୍କଠାରୁ ଜନ୍ମ ନିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା।
Odia IRV 2017 (ଓଡିଆ ବାଇବେଲ)
ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಮಾನುಸ್ ಆಂಗಾ-ಮಾಸಾನಿ ಮಾನ್ಸಾಚ್ಯಾ ಪೊಟಾನ್ ಉಪಜ್ತಾ, ಖರೆ ಅತ್ಮಿಕ್ ರಿತಿನ್ ತೊ ಆತ್ಮ್ಯಾಚ್ಯಾ ವೈನಾ ಉಪಜ್ತಾ.