John 3:7 — Compare Translations
7 translations compared side by side
Odia - 1840
"ତେଣୁ ଆଶ୍ଚର୍ୟ୍ଯ ହୁଅ ନାହିଁ, କାରଣ ତୁମ୍ଭକୁ କହିଲି ଯେ, 'ତୁମ୍ଭକୁ ନିଶ୍ଚୟ ପୁନର୍ବାର ଜନ୍ମ ହବୋକୁ ପଡିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତଙ୍କୁ ଆଉ ଥରେ ଜନ୍ମ ହେବାକୁ ପଡ଼ିବ ବୋଲି ମୁଁ ଯାହା କହୁଛି, ଏଥିରେ ବିସ୍ମିତ ହୁଅ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆଶ୍ଚର୍ଯ୍ୟ ହୁଅ ନାହିଁ, କାରଣ ତୁମ୍ଭକୁ କହିଲି ଯେ, ‘ତୁମ୍ଭକୁ ନିଶ୍ଚୟ ପୁନର୍ବାର ଜନ୍ମ ହେବାକୁ ପଡ଼ିବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ’ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ, ಅನಿ ಎಗ್ದಾ ಉಪ್ಜುಕ್ ಜಾಯ್ ಮನುನ್ ಮಿಯಾ ಮಟ್ಲೊ ಮನುನ್ ತಿಯಾ ಗಡ್ಬಡುನಕೊ.