John 4:10 — Compare Translations
7 translations compared side by side
Odia - 1840
"ଯୀଶୁ ଉତ୍ତର ଦେଲେ, ତୁମ୍ଭେ ପରମେଶ୍ବର ଦେଉଥିବା ଜିନିଷ ବିଷୟ ରେ ଜାଣି ନାହିଁ। ତୁମ୍ଭକୁ ଜଳ ମାଗୁଥିବା ବ୍ଯକ୍ତି, ଅର୍ଥାତ ମୁଁ କିଏ ତାହା ମଧ୍ଯ ତୁମ୍ଭେ ଜାଣି ନାହିଁ। ତୁମ୍ଭେ ଯଦି ଏସବୁ କଥା ଜାଣିଥାନ୍ତ ତବେେ ତୁମ୍ଭେ ମାେତେ ମାଗନ୍ତ ଓ ମୁଁ ତୁମ୍ଭକୁ ଜୀବନ୍ତ ଜଳ ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାହାକୁ ଉତ୍ତର ଦେଲେ, ଈଶ୍ଵରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯେବେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାଙ୍କୁ କହିଲେ: “ଈଶ୍ୱର କ’ଣ ଦେଇ ପାରନ୍ତି, ତୁମେ ଯଦି ଜାଣି ଥାଆନ୍ତି ଏବଂ କିଏ ତୁମ ହାତରୁ ପିଇବାକୁ ଚାହୁଁଛନ୍ତି, ତାଙ୍କୁ ଯଦି ଜାଣି ଥାଆନ୍ତ, ତୁମେ ତାଙ୍କୁ ମାଗନ୍ତ ଓ ସେ ତୁମକୁ ଜୀବନ ପ୍ରଦାୟୀ ଜଳ ଦେଇ ଥାଆନ୍ତେ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ପରମେଶ୍ୱର ଦେଉଥିବା ଜିନିଷ ବିଷୟରେ ଜାଣି ନାହଁ। ତୁମ୍ଭକୁ ଜଳ ମାଗୁଥିବା ବ୍ୟକ୍ତି, ଅର୍ଥାତ ମୁଁ କିଏ ତାହା ମଧ୍ୟ ତୁମ୍ଭେ ଜାଣି ନାହଁ। ତୁମ୍ଭେ ଯଦି ଏସବୁ କଥା ଜାଣିଥା’ନ୍ତ ତେବେ ତୁମ୍ଭେ ମୋତେ ମାଗନ୍ତ ଓ ମୁଁ ତୁମ୍ଭକୁ ଜୀବନ୍ତ ଜଳ ଦିଅନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାହାକୁ ଉତ୍ତର ଦେଲେ, “ଈଶ୍ବରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାହାକୁ ଉତ୍ତର ଦେଲେ, ଈଶ୍ୱରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತಿಕಾ “ದೆವ್ ಕಾಯ್ ದಿತಾ, ಅನಿ ಫಿವ್ಕ್ ಉಲ್ಲೆ ಪಾನಿ ದಿ ಮನುನ್ ತುಜೆಕ್ಡೆ ಮಾಗ್ತಲೊ ಕೊನ್ ಮನುನ್ ತುಕಾ ಗೊತ್ತ್ ರ್ಹಾಲ್ಯಾರ್, ತಿಯಾಚ್ ತೆಚೆಕ್ಡೆ ಮಾಗಿ ಹೊತ್ತೆ, ಅನಿ ತೊ ತುಕಾ ಜಿವ್ದಿತಲೆ ಪಾನಿ ದಿ ಹೊತ್ತೊ” ಮನುನ್ ಜಬಾಬ್ ದಿಲ್ಲ್ಯಾನ್.