John 4:11 — Compare Translations

7 translations compared side by side

Odia - 1840
"ସହେି ସ୍ତ୍ରୀ ଲୋକଟି କହିଲା, ମହାଶୟ, ଆପଣ କେଉଁଠାରୁ ସହେି ଜୀବନ୍ତ ଜଳ ପାଇବେ? କୂଅତ ଅତି ଗଭୀର ଓ ପାଣି କାଢିବା ପାଇଁ ଆପଣଙ୍କ ପାଖ ରେ କିଛି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ, ପୁଣି କୂଅ ତ ଗହୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ତ୍ରୀ ଲୋକଟି କହିଲା, “ଆଜ୍ଞା, ଆପଣଙ୍କ ପାଖରେ ତ ପାଣି କାଢ଼ିବା ପାଇର୍ ପାତ୍ର ନାହିଁ, ପୁଣି ଏ କୂଅ ବଡ଼ ଗଭୀର। କେଉଁଠାରୁ ଆପଣ ସେହି ଜଳ ପାଇବେ?
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀଲୋକଟି କହିଲା, “ମହାଶୟ, ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇବେ? କୂଅତ ଅତି ଗଭୀର ଓ ପାଣି କାଢ଼ିବା ପାଇଁ ଆପଣଙ୍କ ପାଖରେ କିଛି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ ପୁଣି, କୂଅ ତ ଗଭୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ ପୁଣି, କୂଅ ତ ଗଭୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಬಾಯ್ಕೊಮನ್ಸಿನ್, “ಸಾಯ್ಬಾ, ತುಜೆಕ್ಡೆ ಘಾಗರ್ ನಾ, ಅನಿ ಭಾಂಯ್‍ಬಿ ಬರಿಚ್ ಖೊಲ್ ಹಾಯ್, ಜಿವ್ ದಿತಲೆ ಪಾನಿ ತುಕಾ ಕಶೆ ಗಾವ್ತಾ?

Recommended Reading