John 4:14 — Compare Translations
7 translations compared side by side
Odia - 1840
"କିନ୍ତୁ ମୁଁ ଯେଉଁ ଜଳ ପିଇବାକୁ ଦବେି, ତାହା ଯେଉଁ ଲୋକ ପିଇବ ସେ କଦାପି ତୃଷାର୍ତ୍ତ ହବେ ନାହିଁ। ମୁଁ ତାହାଙ୍କୁ ଯେଉଁ ଜଳ ଦବେି, ତାହା ଅନନ୍ତ ଜୀବନ ଜଳର ଝର ସ୍ବରୁପେ ସର୍ବଦା ପ୍ରବାହିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେକେହି ପାନ କରିବ, ସେ କେବେ ହେଁ ତୃଷାର୍ତ୍ତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନ; ଜୀବନଦାୟକ ଜଳର ନିର୍ଝର ସ୍ଵରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ମୁଁ ଯେଉଁ ଜଳ ଦିଏ, ତାହା ଯେ ପାନ କରିବ, ସେ ଆଉ କେବେ ତୃଷାର୍ତ୍ତ ହେବ ନାହିଁ, ବରଂ ମୁଁ ଦେଉଥିବା ଜଳ ତା’ ଅନ୍ତରରେ ଗୋଟିଏ ଜୀବନ ପ୍ରଦାୟୀ ନିର୍ଝରରେ ପରିଣତ ହେବ। ସେଥିରୁ ପାନ କଲେ, ସେ ଅନନ୍ତ ଜୀବନ ପାଇବ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ଯେଉଁ ଜଳ ପିଇବାକୁ ଦେବି, ତାହା ଯେଉଁ ଲୋକ ପିଇବ ସେ କଦାପି ତୃଷାର୍ତ୍ତ ହେବ ନାହିଁ। ମୁଁ ତାହାଙ୍କୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନ ଜଳର ଝର ସ୍ୱରୁପେ ସର୍ବଦା ପ୍ରବାହିତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮಿಯಾ ದಿಲ್ಲೆ ಪಾನಿ ಜೆ ಕೊನ್ ಫಿತಾ, ತೆಕಾ ಕನ್ನಾಬಿ ಅನಿ ಪರ್ತುನ್ ಸೊಸ್ಲಾಗಿನಾ. ಮಿಯಾ ದಿಲ್ಲೆ ಪಾನಿ ದಿತಲೆ ಪಾನಿ ಭುತ್ತುರ್ ಎಕ್ ಝರೊ ಸರ್ಕೆ ತೆಂಕಾ ಜಿವ್ ದಿತಲೆ ಪಾನಿ ದಿವ್ನಗೆತುಚ್ ರ್ಹಾತಾ, ಅನಿ ತೆಂಕಾ ಕನ್ನಾಚ್ ಮರಾನ್ ನಸಲ್ಲೆ ಜಿವನ್ ದಿತಾ” ಮನುನ್ ಜಬಾಬ್ ದಿಲ್ಯಾನ್.