John 4:16 — Compare Translations
7 translations compared side by side
Odia - 1840
"ଯୀଶୁ ତାକୁ କହିଲେ, ଯାଅ, ତୁମ୍ଭ ସ୍ବାମୀଙ୍କୁ ଡାକି ଏଠାକୁ ଆସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାକୁ କହିଲେ, ଯାଅ, ତୁମ୍ଭ ସ୍ଵାମୀକି ଡାକି ଏଠାକୁ ଆସ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାକୁ କହିଲେ: “ଯାଅ, ତୁମ ସ୍ୱାମୀଙ୍କୁ ଡାକି ଆଣ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାକୁ କହିଲେ, “ଯାଅ, ତୁମ୍ଭ ସ୍ୱାମୀଙ୍କୁ ଡାକି ଏଠାକୁ ଆସ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାହାକୁ କହିଲେ, “ଯାଅ, ତୁମ୍ଭ ସ୍ୱାମୀକୁ ଡାକି ଏଠାକୁ ଆସ।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାକୁ କହିଲେ, ଯାଅ, ତୁମ୍ଭ ସ୍ୱାମୀକୁ ଡାକି ଏଠାକୁ ଆସ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತಿಕಾ, “ಜಾವ್ನ್ ತುಜ್ಯಾ ಘೊವಾಕ್ ಬಲ್ವುನ್ ಘೆವ್ನ್ ಪರ್ತುನ್ ಯೆ” ಮಟ್ಲ್ಯಾನ್,