John 4:2 — Compare Translations
7 translations compared side by side
Odia - 1840
"କିନ୍ତୁ ଯୀଶୁ ପ୍ରକୃତ ରେ ଲୋକମାନଙ୍କୁ ବାପ୍ତିସ୍ମ ଦେଉ ନଥିଲେ। ତାହାଙ୍କ ଶିଷ୍ଯମାନେ ତାହାଙ୍କ ପାଇଁ ଲୋକଙ୍କୁ ବାପ୍ତିସ୍ମ ଦେଉଥିଲେ। ଯୀଶୁ ଜାଣିଥିଲେ ଯେ ଫାରୂଶୀମାନେ ତାହାଙ୍କ ସମ୍ବନ୍ଧ ରେ ଶୁଣିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(ଯଦ୍ୟପି ଯୀଶୁ ଆପେ ବାପ୍ତିସ୍ମ ଦେଉ ନ ଥିଲେ, ମାତ୍ର ତାହାଙ୍କ ଶିଷ୍ୟମାନେ ଦେଉଥିଲେ), ଏହା ଫାରୂଶୀମାନେ ଶୁଣିଅଛନ୍ତି ବୋଲି ଯେତେବେଳେ ପ୍ରଭୁ ଜାଣିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
(ପ୍ରକୃତ ପକ୍ଷେ, ଯୀଶୁ ନିଜେ କାହାକୁ ଜଳଦୀକ୍ଷା ଦେଉ ନ ଥିଲେ; ସେହି ଦୀକ୍ଷା ତାଙ୍କ ଶିଷ୍ୟମାନେ ଦେଉଥିଲେ।)
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ପ୍ରକୃତରେ ଲୋକମାନଙ୍କୁ ବାପ୍ତିସ୍ମ ଦେଉ ନ ଥିଲେ। ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଇଁ ଲୋକଙ୍କୁ ବାପ୍ତିସ୍ମ ଦେଉଥିଲେ। ଯୀଶୁ ଜାଣିଥିଲେ ଯେ ଫାରୂଶୀମାନେ ତାହାଙ୍କ ସମ୍ବନ୍ଧରେ ଶୁଣିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
(ଯଦ୍ୟପି ଯୀଶୁ ଆପେ ବାପ୍ତିସ୍ମ ଦେଉ ନ ଥିଲେ, ମାତ୍ର ତାହାଙ୍କ ଶିଷ୍ୟମାନେ ଦେଉଥିଲେ), ଏହା ଫାରୂଶୀମାନେ ଶୁଣିଅଛନ୍ତି ବୋଲି ଯେତେବେଳେ ପ୍ରଭୁ ଜାଣିଲେ,
Odia IRV 2017 (ଓଡିଆ ବାଇବେଲ)
(ଯଦ୍ୟପି ଯୀଶୁ ଆପେ ବାପ୍ତିସ୍ମ ଦେଉ ନ ଥିଲେ, ମାତ୍ର ତାହାଙ୍କ ଶିଷ୍ୟମାନେ ଦେଉଥିଲେ), ଏହା ଫାରୂଶୀମାନେ ଶୁଣିଅଛନ୍ତି ବୋଲି ଯେତେବେଳେ ପ୍ରଭୁ ଜାଣିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮಟ್ಲ್ಯಾರ್, ಜೆಜುನ್ ಅಪ್ನಿ ಕೊನಾಕ್ಬಿ ಬಾಲ್ತಿಮ್ ದಿವ್ಕ್ ನಾ ತ್ಯೆಚ್ಯಾ ಶಿಸಾನಿ ಬಾಲ್ತಿಮ್ ದಿಲ್ಯಾನಿ.