John 4:20 — Compare Translations
7 translations compared side by side
Odia - 1840
"ଆମ୍ଭର ପିତୃପୁରୁଷମାନେ ଏହି ପର୍ବତ ରେ ଉପାସନା କରୁଥିଲେ। କିନ୍ତୁ ଯିହୂଦୀମାନେ କୁହନ୍ତି ଯେ ୟିରୁଶାଲମ ହେଉଛି ଉପାସନା କରିବା ନିମନ୍ତି ଯଥାର୍ଥ ସ୍ଥାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ପିତୃପୁରୁଷମାନେ ଏହି ପର୍ବତରେ ଉପାସନା କଲେ; ଆଉ, ଆପଣମାନେ କହୁଅଛନ୍ତି, ଯେଉଁ ସ୍ଥାନରେ ଉପାସନା କରିବା ଉଚିତ, ତାହା ଯିରୂଶାଲମରେ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ଶମିରୋଣୀୟ ପୂର୍ବପୁରୁଷମାନେ ଏହି ପର୍ବତ ଉପରେ ଉପାସନା କରି ଆସିଛନ୍ତି; କିନ୍ତୁ ଆପଣଙ୍କର ଇହୁଦୀମାନେ କହୁଛନ୍ତି, ଈଶ୍ୱରଙ୍କୁ ଉପାସନା କରିବାର ଉପଯୁକ୍ତ ସ୍ଥାନ ହେଉଛି ଯିରୂଶାଲମ।”
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ପିତୃପୁରୁଷମାନେ ଏହି ପର୍ବତରେ ଉପାସନା କରୁଥିଲେ। କିନ୍ତୁ ଯିହୂଦୀମାନେ କୁହନ୍ତି ଯେ ଯିରୁଶାଲମ ହେଉଛି ଉପାସନା କରିବା ନିମନ୍ତେ ଯଥାର୍ଥ ସ୍ଥାନ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ପିତୃ-ପୁରୁଷମାନେ ଏହି ପର୍ବତରେ ଉପାସନା କଲେ; ଆଉ, ଆପଣମାନେ କହୁଅଛନ୍ତି, ଯେଉଁ ସ୍ଥାନରେ ଉପାସନା କରିବା ଉଚିତ, ତାହା ଯିରୂଶାଲମ ସହରରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ପିତୃପୁରୁଷମାନେ ଏହି ପର୍ବତରେ ଉପାସନା କଲେ; ଆଉ, ଆପଣମାନେ କହୁଅଛନ୍ତି, ଯେଉଁ ସ୍ଥାନରେ ଉପାସନା କରିବା ଉଚିତ, ତାହା ଯିରୂଶାଲମରେ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಸಮಾರಿಯಾಚ್ಯಾ ಅದ್ಲ್ಯಾ ಲೊಕಾನಿ ತ್ಯಾ ಮಡ್ಡಿ ವರ್ತಿ ಆರಾದನ್ ಕರ್ಲ್ಯಾನಿ, ಖರೆ ತುಮಿ ಜುದೆವ್ ಲೊಕಾ ದೆವಾಚಿ ಆರಾದನ್ ಕರ್ತಲೊ ಜಾಗೊ ಜೆರುಜಲೆಮ್, ಅನಿ ಜೆರುಲೆಮಾತುಚ್ ಯೆವ್ನ್ ತೆಚೆ ಆರಾದನ್ ಕರುಚಿ ಮನುನ್ ಸಾಂಗ್ತ್ಯಾಶಿ” ಮಟ್ಲಿನ್.