John 4:21 — Compare Translations
7 translations compared side by side
Odia - 1840
"ଯୀଶୁ ତାହାକୁ କହିଲେ, ହେ ନାରୀ, ମାେତେ ବିଶ୍ବାସ କର। ଏପରି ସମୟ ଆସୁଛି ଯେତବେେଳେ ତୁମ୍ଭମାନେେ ପରମପିତାଙ୍କର ଉପାସନା ଏ ପର୍ବତ ରେ କି ୟିରୁଶାଲମ ରେ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାହାକୁ କହିଲେ, ଆଗୋ ନାରୀ, ମୋʼ କଥା ବିଶ୍ଵାସ କର, ଯେଉଁ ସମୟରେ ତୁମ୍ଭେମାନେ ଏହି ପର୍ବତରେ କିମ୍ଵା ଯିରୂଶାଲମରେ ପିତାଙ୍କର ଉପାସନା କରିବ ନାହିଁ, ଏପରି ସମୟ ଆସୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ: “ମୋତେ ବିଶ୍ୱାସ କର; ସମୟ ଆସୁଛି, ଯେତେବେଳେ ଲୋକେ ମୋ’ ପିତା ଈଶ୍ୱରଙ୍କୁ ଏହି ପର୍ବତ ଉପରେ ବା ଯିରୂଶାଲମରେ ଆଉ ଉପାସନା କରିବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାହାକୁ କହିଲେ, “ହେ ନାରୀ, ମୋତେ ବିଶ୍ୱାସ କର। ଏପରି ସମୟ ଆସୁଛି ଯେତେବେଳେ ତୁମ୍ଭେମାନେ ପରମପିତାଙ୍କର ଉପାସନା ଏ ପର୍ବତରେ କି ଯିରୁଶାଲମରେ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାହାକୁ କହିଲେ, “ଆଗୋ ନାରୀ, ମୋʼ କଥା ବିଶ୍ୱାସ କର, ଯେଉଁ ସମୟରେ ତୁମ୍ଭେମାନେ ଏହି ପର୍ବତରେ କିମ୍ବା ଯିରୂଶାଲମ ସହରରେ ପିତାଙ୍କର ଉପାସନା କରିବ ନାହିଁ, ଏପରି ସମୟ ଆସୁଅଛି।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାହାକୁ କହିଲେ, ଆଗୋ ନାରୀ, ମୋ' କଥା ବିଶ୍ୱାସ କର, ଯେଉଁ ସମୟରେ ତୁମ୍ଭେମାନେ ଏହି ପର୍ବତରେ କିମ୍ବା ଯିରୂଶାଲମରେ ପିତାଙ୍କର ଉପାସନା କରିବ ନାହିଁ, ଏପରି ସମୟ ଆସୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತಿಕಾ, “ಮಾಜೆ ವರ್ತಿ ವಿಶ್ವಾಸ್ ಕರ್, ಎಕ್ ಎಳ್ ಯೆತಾ ತನ್ನಾ ಲೊಕಾ ಮಡ್ಡಿ ವರ್ತಿ ಹೊಂವ್ದಿ, ಜೆರುಜಲೆಮಾತ್ ಹೊಂವ್ದಿತ್ ದೆವಾ ಬಾಬಾಚೆ ಆರಾದಾನ್ ಕರಿನಾತ್.