John 4:22 — Compare Translations
7 translations compared side by side
Odia - 1840
"ତୁମ୍ଭେ ଶମିରୋଣୀୟମାନେ କିଛି ନଜାଣି ନବୁଝି ଉପାସନା କର। କିନ୍ତୁ ଆମ୍ଭେ ଯିହୂଦୀମାନେ କାହାକୁ ଉପାସନା କରୁ, ସବୁ ଜାଣୁ। ଯୀହୂଦୀମାନଙ୍କଠାରୁ ପରିତ୍ରାଣ ଏ ଜଗତକୁ ଆ ସେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହା ତୁମ୍ଭେମାନେ ଜାଣ ନାହିଁ, ତାହା ଉପାସନା କରୁଥାଅ; ଯାହାଙ୍କୁ ଆମ୍ଭେମାନେ ଜାଣୁ, ତାହାଙ୍କୁ ଉପାସନା କରୁଥାଉ, କାରଣ ପରିତ୍ରାଣ ଯିହୁଦୀମାନଙ୍କ ମଧ୍ୟରୁ ଆସେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ଶମିରୋଣୀୟମାନେ କାହାର ଉପାସନା କରୁଛ, ପ୍ରକୃତରେ ଜାଣ ନାହିଁ; କିନ୍ତୁ ଆମେ ଇହୁଦୀମାନେ ଜାଣୁ ଆମେ କାହାର ଉପାସନା କରୁଛୁ, କାରଣ ଇହୁଦୀମାନଙ୍କଠାରୁ ପରିତ୍ରାଣର ସନ୍ଧାନ ମିଳେ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଶମିରୋଣୀୟମାନେ କିଛି ନ ଜାଣି ନ ବୁଝି ଉପାସନା କର। କିନ୍ତୁ ଆମ୍ଭେ ଯିହୂଦୀମାନେ କାହାକୁ ଉପାସନା କରୁ, ସବୁ ଜାଣୁ। ଯିହୂଦୀମାନଙ୍କଠାରୁ ପରିତ୍ରାଣ ଏ ଜଗତକୁ ଆସେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହାକୁ ତୁମ୍ଭେମାନେ ଜାଣ ନାହିଁ, ତାହାକୁ ଉପାସନା କରୁଥାଅ; ଯାହାଙ୍କୁ ଆମ୍ଭେମାନେ ଜାଣୁ, ତାହାଙ୍କୁ ଉପାସନା କରୁଥାଉ, କାରଣ ପରିତ୍ରାଣ ଯିହୁଦୀମାନଙ୍କ ମଧ୍ୟରୁ ଆସେ।
Odia IRV 2017 (ଓଡିଆ ବାଇବେଲ)
ଯାହାକୁ ତୁମ୍ଭେମାନେ ଜାଣ ନାହିଁ, ତାହାକୁ ଉପାସନା କରୁଥାଅ; ଯାହାଙ୍କୁ ଆମ୍ଭେମାନେ ଜାଣୁ, ତାହାଙ୍କୁ ଉପାସନା କରୁଥାଉ, କାରଣ ପରିତ୍ରାଣ ଯିହୂଦୀମାନଙ୍କ ମଧ୍ୟରୁ ଆସେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಕಾ ಸಮಾರಿಯಾಚ್ಯಾ ಲೊಕಾಕ್ನಿ ತುಮಿ ಕೊನಾಚಿ ಆರಾದಾನ್ ಕರುಕ್ ಲಾಗ್ಲ್ಯಾಶಿ ಮನುನ್ ಗೊತ್ತ್ ನಾ; ಖರೆ ಅಮ್ಕಾ ಜುದೆವಾಕ್ನಿ ಅಮಿ ಕೊನಾಚಿ ಆರಾದಾನ್ ಕರುಲಾಂವ್ ಮನುನ್ ಅಮ್ಕಾ ಗೊತ್ತ್ ಹಾಯ್, ಕಶ್ಯಾಕ್ ಮಟ್ಲ್ಯಾರ್, ಸುಟ್ಕಾ ಜುದೆವ್ ಲೊಕಾನಿತ್ನಾ ಯೆತಾ.