John 4:23 — Compare Translations

7 translations compared side by side

Odia - 1840
"ଏପରି ସମୟ ଆସୁଛି, ଯେତବେେଳେ ପ୍ରକୃତ ଉପାସକ ମାନେ ପରମପିତାଙ୍କୁ ଆତ୍ମା ଓ ସତ୍ଯ ରେ ଉପାସନା କରିବେ। ସହେି ସମୟ ବର୍ତ୍ତମାନ ଉପସ୍ଥିତ। ସହେିଭଳି ଲୋକମାନଙ୍କୁ ପରମପିତା ନିଜର ଉପାସକ ରୂପେ ଗ୍ରହଣ କରିବାକୁ ଚାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହିପ୍ରକାର ଉପାସକ ଚାହାନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମୟ ଆସୁଛି ଓ ସେ ସମୟ ଆସିଗଲାଣି, ଯେତେବେଳେ ସ୍ୱୟଂ ପବିତ୍ରଆତ୍ମାଙ୍କ ଶକ୍ତିରେ ଲୋକେ ପିତା ଈଶ୍ୱରଙ୍କ ସ୍ପଷ୍ଟ ପରିଚୟ ପାଇବେ। ସେତେବେଳେ ସେମାନେ ତାଙ୍କୁ ଯଥାର୍ଥ ଭାବରେ ଅନ୍ତରାତ୍ମା ସହ ଆରାଧନା କରିବେ। ଏହିପରି ଉପାସନା ସେ ଚାହାଁନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏପରି ସମୟ ଆସୁଛି, ଯେତେବେଳେ ପ୍ରକୃତ ଉପାସକମାନେ ପରମପିତାଙ୍କୁ ଆତ୍ମା ଓ ସତ୍ୟରେ ଉପାସନା କରିବେ। ସେହି ସମୟ ବର୍ତ୍ତମାନ ଉପସ୍ଥିତ। ସେହିଭଳି ଲୋକମାନଙ୍କୁ, ପରମପିତା ନିଜର ଉପାସକ ରୂପେ ଗ୍ରହଣ କରିବାକୁ ଗ୍ଭହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ଈଶ୍ବର ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହି ପ୍ରକାର ଉପାସକ ଚାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହି ପ୍ରକାର ଉପାସକ ଚାହାଁନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಎಳ್ ಯೆವ್ಲಾ, ಅನಿ ಖರೆಬಿ ತೊ ಎಳ್ ಯೆವ್ನ್ ಪಾವ್ಲಾ, ಆರಾದನ್ ಕರ್‍ತಲ್ಯಾ ಲೊಕಾನಿ ಬಾಬಾ ಹುಡಕ್ತಾ ದೆವಾಚ್ಯಾ ಆತ್ಮ್ಯಾನ್ ಅನಿ ಖರ್‍ಯಾಪಾನಾನಿ ಭರಲ್ಲಿ ಲೊಕಾ ಬಾಬಾಕ್ ತೊ ಕಸೊ ಹಾಯ್ ತಸೊಚ್ ತೆಚಿ ಅನಿ ತೆಕಾ ಖರೆಪಾನಾನಿ ಆರಾದನ್ ಕರ್‍ತಲಿ ಲೊಕಾಚ್ ಪಾಜೆ”.