John 4:24 — Compare Translations

7 translations compared side by side

Odia - 1840
"ପରମେଶ୍ବର ହିଁ ଆତ୍ମା। ତେଣୁ ପରମେଶ୍ବହଙ୍କ ଉପାସନା କରୁଥିବା ଲୋକମାନେ ଆତ୍ମା ଓ ସତ୍ଯ ସହିତ ତାହାଙ୍କର ଉପାସନା କରିବା ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵର ଆତ୍ମା, ପୁଣି ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ଆତ୍ମାରେ ଓ ସତ୍ୟରେ ଉପାସନା କରିବା ସେମାନଙ୍କର ଉଚିତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ହିଁ ପରମାତ୍ମା। ସତ୍ୟ ଓ ଆତ୍ମାରେ ପୂର୍ଣ୍ଣ ହୋଇ ଉପାସକମାନେ ତାଙ୍କର ଉପାସନା କରିବା ଉଚିତ।”
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ହିଁ ଆତ୍ମା। ତେଣୁ ପରମେଶ୍ୱରଙ୍କ ଉପାସନା କରୁଥିବା ଲୋକମାନେ ଆତ୍ମା ଓ ସତ୍ୟ ସହିତ ତାହାଙ୍କର ଉପାସନା କରିବା ଉଚିତ୍।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବର ଆତ୍ମା ଅଟନ୍ତି, ପୁଣି, ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେମାନେ ଆତ୍ମାରେ ଓ ସତ୍ୟରେ ଉପାସନା କରିବା ଉଚିତ।”
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱର ଆତ୍ମା ଅଟନ୍ତି, ପୁଣି, ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେମାନେ ଆତ୍ମାରେ ଓ ସତ୍ୟରେ ଉପାସନା କରିବା ଉଚିତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವ್ ಮಟ್ಲ್ಯಾರ್ ಆತ್ಮೊ, ಅನಿ ಖಾಲಿ ತೆಚ್ಯಾ ಆತ್ಮ್ಯಾಚ್ಯಾ ಬಳಾನ್ ಎವ್ಡೆಚ್ ತೊ ಕಸೊ ಹಾಯ್ ತಶೆ ತೆಚೆ ಖರೆಪಾನಾನ್ ಆರಾದಾನ್ ಕರುಕ್ ಹೊತಾ.