John 4:25 — Compare Translations

7 translations compared side by side

Odia - 1840
"ସହେି ସ୍ତ୍ରୀ ଲୋକଟା କହିଲା, ମୁଁ ଜାଣେ ଯେ ମଶୀହ ଆସୁଛନ୍ତି। ଯେତବେେଳେ ମଶୀହ ଆସିବେ, ସେତବେେଳେ ସେ ଆମ୍ଭମାନଙ୍କୁ ସବୁ କଥା ବୁଝାଇ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମସୀହ, ଯାହାଙ୍କୁ ଖ୍ରୀଷ୍ଟ କହନ୍ତି, ସେ ଆସୁଅଛନ୍ତି ବୋଲି ମୁଁ ଜାଣେ; ଯେତେବେଳେ ସେ ଆସିବେ, ସେ ଆମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ତ୍ରୀ ଲୋକଟି କହିଲା, “ମୁଁ ଜାଣେ, ମସୀହ ଆସିବେ। ସେତେବେଳେ ସେ ଆମକୁ ସବୁ ବିଷୟ ବୁଝାଇ ଦେବେ।”
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀଲୋକଟି କହିଲା, “ମୁଁ ଜାଣେ ଯେ ମଶୀହ ଆସୁଛନ୍ତି।” “ଯେତେବେଳେ ମଶୀହ ଆସିବେ, ସେତେବେଳେ ସେ ଆମ୍ଭମାନଙ୍କୁ ସବୁ କଥା ବୁଝାଇ ଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମସୀହ, ଯାହାଙ୍କୁ ଖ୍ରୀଷ୍ଟ କହନ୍ତି, ସେ ଆସୁଅଛନ୍ତି ବୋଲି ମୁଁ ଜାଣେ; ଯେତେବେଳେ ସେ ଆସିବେ, ସେ ଆମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ।
Odia IRV 2017 (ଓଡିଆ ବାଇବେଲ)
ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମସୀହ, ଯାହାଙ୍କୁ ଖ୍ରୀଷ୍ଟ କହନ୍ତି, ସେ ଆସୁଅଛନ୍ତି ବୋଲି ମୁଁ ଜାଣେ; ଯେତେବେଳେ ସେ ଆସିବେ, ସେ ଆମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಬಾಯ್ಕೊಮನ್ಸಿನ್ ತೆಕಾ, “ಮೆಸ್ಸಿಯಾ ಯೆತಲೊ ಹಾಯ್ ಮನುನ್ ಮಾಕಾ ಗೊತ್ತ್ ಹಾಯ್, ಅನಿ ತೊ ಯೆಲ್ಲ್ಯಾ ತನ್ನಾ ಸಗ್ಳೆ ಅಮ್ಕಾ ಸಾಂಗ್ತಾ”.