John 4:28 — Compare Translations
7 translations compared side by side
Odia - 1840
"ତା'ପରେ ସେ ସ୍ତ୍ରୀଲୋକ ତା କଳସୀ ପାଣି ଛାଡି ନଗରକୁ ଚାଲିଗଲା। ସଠାେରେ ପହଞ୍ଚି ସେ ଲୋକମାନଙ୍କୁ କହିଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେହି ସ୍ତ୍ରୀ ଆପଣା ଜଳପାତ୍ର ଥୋଇଦେଇ ନଗରକୁ ଯାଇ ଲୋକମାନଙ୍କୁ କହିଲା, ଆସ, ଜଣଙ୍କୁ ଦେଖିବ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାପରେ ସେହି ସ୍ତ୍ରୀ ଲୋକଟି ସେଠାରେ ତା’ର ଜଳପାତ୍ର ଛାଡ଼ି ଦେଇ ସହର ଭିତରକୁ ଯାଇ ଲୋକମାନଙ୍କୁ କହିଲା,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ସ୍ତ୍ରୀଲୋକ ତା କଳସୀ ପାଣି ଛାଡ଼ି ନଗରକୁ ଗ୍ଭଲିଗଲା। ସେଠାରେ ପହଞ୍ଚି ସେ ଲୋକମାନଙ୍କୁ କହିଲା,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେହି ସ୍ତ୍ରୀ ଆପଣା ଜାହାଲା ଥୋଇଦେଇ ନଗରକୁ ଯାଇ ଲୋକମାନଙ୍କୁ କହିଲା, ଆସ, ଜଣଙ୍କୁ ଦେଖିବ,
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେହି ସ୍ତ୍ରୀ ଆପଣା ଜଳପାତ୍ର ଥୋଇଦେଇ ନଗରକୁ ଯାଇ ଲୋକମାନଙ୍କୁ କହିଲା, ଆସ, ଜଣଙ୍କୁ ଦେଖିବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಬಾಯ್ಕೊಮನ್ಸಿನ್ ಅಪ್ನಾಚಿ ಪಾನಿಯಾಚಿ ಘಾಗರ್ ಥೈಚ್ ಸೊಡ್ಲಿನ್, ಅನಿ ಶಾರಾತ್ ಗೆಲಿ, ಅನಿ ಥೈ ಹೊತ್ತ್ಯಾ ಲೊಕಾಕ್ನಿ,