John 4:30 — Compare Translations
7 translations compared side by side
Odia - 1840
"ତେଣୁ ଲୋକମାନେ ନଗର ଛାଡି ଯୀଶୁଙ୍କୁ ଦେଖିବାକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଲୋକେ ନଗରରୁ ବାହାରି ତାହାଙ୍କ ନିକଟକୁ ଯିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏକଥା ଶୁଣି ଲୋକମାନେ ସହର ବାହାରକୁ ଯାଇ ଯୀଶୁଙ୍କୁ ଭେଟିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଲୋକମାନେ ନଗର ଛାଡ଼ି ଯୀଶୁଙ୍କୁ ଦେଖିବାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଲୋକେ ନଗରରୁ ବାହାରି ତାହାଙ୍କ ନିକଟକୁ ଯିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଲୋକେ ନଗରରୁ ବାହାରି ତାହାଙ୍କ ନିକଟକୁ ଯିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ತೆನಿ ಶಾರಾತ್ನಾ ಜೆಜುಕ್ ಬಗುಕ್ ಮನುನ್ ಜೆಜುಕ್ಡೆ ಯೆಲ್ಯಾನಿ.