John 4:32 — Compare Translations
7 translations compared side by side
Odia - 1840
"କିନ୍ତୁ ଯୀଶୁ ଉତ୍ତର ଦେଲେ, ମାେ ପାଖ ରେ ଏପରି ଖାଦ୍ୟ ଅଛି, ଯାହା ବିଷୟ ରେ ତୁମ୍ଭମାନେେ ଜାଣ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେଉଁ ଖାଦ୍ୟ ବିଷୟ ଜାଣ ନାହିଁ, ଭୋଜନ କରିବା ନିମନ୍ତେ ମୋହର ଏପରି ଖାଦ୍ୟ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ମୋ’ ପାଖରେ ଯେଉଁ ଖାଦ୍ୟ ଅଛି, ତାହା ବିଷୟରେ ତୁମ୍ଭେମାନେ କିଛି ଜାଣ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ଉତ୍ତର ଦେଲେ, “ମୋ’ ପାଖରେ ଏପରି ଖାଦ୍ୟ ଅଛି, ଯାହା ବିଷୟରେ ତୁମ୍ଭେମାନେ ଜାଣ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯେଉଁ ଖାଦ୍ୟ ବିଷୟ ଜାଣ ନାହିଁ, ଭୋଜନ କରିବା ନିମନ୍ତେ ମୋହର ଏପରି ଖାଦ୍ୟ ଅଛି।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେଉଁ ଖାଦ୍ୟ ବିଷୟ ଜାଣ ନାହିଁ, ଭୋଜନ କରିବା ନିମନ୍ତେ ମୋହର ଏପରି ଖାଦ୍ୟ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೆನಿ ತೆಂಕಾ, “ಮಾಜಾಕ್ಡೆ ಜೆವಾನ್ ಹಾಯ್ ತ್ಯೆಚ್ಯಾ ವಿಶಯಾತ್ ತುಮ್ಕಾ ಗೊತ್ತ್ ನಾ” ಮನುನ್ ಜಬಾಬ್ ದಿಲ್ಯಾನ್.