John 4:33 — Compare Translations
7 translations compared side by side
Odia - 1840
"ତେଣୁ ଶିଷ୍ଯମାନେ ନିଜ ନିଜ ମଧିଅରେ କଥାବାର୍ତ୍ତା ହେଲେ, ତାହାଙ୍କ ଲାଗି କିଏ ଖାଦ୍ୟ ଆଣିଲା କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁଶିଷ୍ୟମାନେ ପରସ୍ପର କହିବାକୁ ଲାଗିଲେ, କେହି ତାହାଙ୍କୁ ଖାଦ୍ୟ ଆଣି ଦେଇଛି ପରା?
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଷ୍ୟମାନେ ପରସ୍ପରକୁ ପଚାରିଲେ, “କିଏ ତାଙ୍କୁ କିଛି ଖାଦ୍ୟ ଆଣି ଦେଇଛି କି?”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଶିଷ୍ୟମାନେ ନିଜ ନିଜ ମଧ୍ୟରେ କଥାବାର୍ତ୍ତା ହେଲେ, “ତାହାଙ୍କ ଲାଗି କିଏ ଖାଦ୍ୟ ଆଣିଲା କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ଶିଷ୍ୟମାନେ ପରସ୍ପର କହିବାକୁ ଲାଗିଲେ, କେହି ତାହାଙ୍କୁ ଖାଦ୍ୟ ଆଣି ଦେଇଅଛି ପରା?
Odia IRV 2017 (ଓଡିଆ ବାଇବେଲ)
ତେଣୁ ଶିଷ୍ୟମାନେ ପରସ୍ପର କହିବାକୁ ଲାଗିଲେ, କେହି ତାହାଙ୍କୁ ଖାଦ୍ୟ ଆଣି ଦେଇଛି ପରା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ಶಿಸಾ ಎಕಾಮಕಾತ್ನಿ “ಕೊನ್ ತರ್ ಹೆಕಾ ಜೆವಾನ್ ಹಾನುನ್ ದಿಲ್ಯಾನಿ, ಕಾಯ್?” ಮನುನ್ ಇಚಾರುಕ್ಲಾಗ್ಲ್ಯಾನಿ.