John 4:34 — Compare Translations
7 translations compared side by side
Odia - 1840
"ଯୀଶୁ କହିଲେ, ଯେଉଁ ପରମେଶ୍ବର ମାେତେ ପଠାଇଛନ୍ତି, ତାହାଙ୍କର ଇଚ୍ଛା ପାଳନ କରିବା ଓ ତାହାଙ୍କର କାର୍ୟ୍ଯ ପୂର୍ଣ୍ଣ କରିବା ହେଉଛି ମାରେଆହାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ କହିଲେ, ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “ମୋର ପ୍ରେରଣକର୍ତ୍ତାଙ୍କ ଇଚ୍ଛାର ବାଧ୍ୟ ହୋଇ ତାଙ୍କ ଦେଇଥିବା କାର୍ଯ୍ୟ ସାଧନ କରିବା ହିଁ ମୋର ଖାଦ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ଯେଉଁ ପରମେଶ୍ୱର ମୋତେ ପଠାଇଛନ୍ତି, ତାହାଙ୍କର ଇଚ୍ଛା ପାଳନ କରିବା ଓ ତାହାଙ୍କର କାର୍ଯ୍ୟ ପୂର୍ଣ୍ଣ କରିବା ହେଉଛି ମୋର ଆହାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ କହିଲେ, ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ, “ಮಾಕಾ ಧಾಡಲ್ಲ್ಯಾಚ್ಯಾ ಗೊಸ್ಟಿಕ್ ಖಾಲ್ತಿ ಹೊತಲೆ, ಅನಿ ಮಾಕಾ ಜೆ ಕಾಯ್ ಕರುಕ್ ಮನುನ್ ಧಾಡಲ್ಲೆ ಹಾಯ್ ತೆ ಪುರಾ ಕರ್ತಲೆಚ್, ಮಾಜೆ ಜೆವಾನ್” ಮನುನ್ ಸಾಂಗ್ಲ್ಯಾನ್.