John 4:36 — Compare Translations
7 translations compared side by side
Odia - 1840
"ବର୍ତ୍ତମାନ ମଧ୍ଯ ଯେଉଁ ଲୋକ ଶସ୍ଯ କାଟେ ତାକୁ ମଜୁରି ଦିଆ ଯାଉଛି। ସେ ଅନନ୍ତ ଜୀବନ ପାଇଁ ଶସ୍ଯ ସଂଗ୍ରହ କରୁଛି। ତେଣୁ ବୁଣାଳି ଓ କଟାଳି ଉଭୟ ମିଳି ଆନନ୍ଦିତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ସୁଦ୍ଧା କଟାଳି ମୂଲ ପାଉଅଛି ଓ ଅନ; ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳି ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶସ୍ୟକଟାଳିକୁ ମଜୁରି ଦିଆଯାଉଛି। ସେ ଅନନ୍ତ ଜୀବନ ପାଇଁ ଶସ୍ୟ ସଂଗ୍ରହ କରୁଛି। ତଦ୍ଦ୍ୱାରା ବୀଜବୁଣାଳି ଓ ଶସ୍ୟ କଟାଳି ଉଭୟେ ଆନନ୍ଦିତ ହେବେ। ‘ଜଣେ ବୀଜ ବୁଣେ, ଅନ୍ୟ ଜଣେ ଫସଲ କାଟେ’ -
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ମଧ୍ୟ ଯେଉଁ ଲୋକ ଶସ୍ୟ କାଟେ ତାକୁ ମଜୁରି ଦିଆ ଯାଉଛି। ସେ ଅନନ୍ତ ଜୀବନ ପାଇଁ ଶସ୍ୟ ସଂଗ୍ରହ କରୁଛି। ତେଣୁ ବୁଣାଳି ଓ କଟାଳୀ ଉଭୟ ମିଳି ଆନନ୍ଦିତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ସୁଦ୍ଧା କଟାଳି ମୂଳ ପାଉଅଛି ଓ ଅନନ୍ତ ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳୀ ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏବେ ସୁଦ୍ଧା କଟାଳି ମୂଳ ପାଉଅଛି ଓ ଅନନ୍ତ ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳୀ ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಿಕಾ ಕಾತರ್ತಲ್ಯಾಕ್ ತೆಂಚಿ ಮಜುರಿ ದಿವ್ನ್ ಹೊಲಾ, ಅನಿ ತೊ ತೆ ಪಿಕ್ಕ್ ಕನ್ನಾಚ್ ಮರಾನ್ ನಸಲ್ಲ್ಯಾ ಜಿವನಾಸಾಟ್ನಿ ಗೊಳಾ ಕರ್ತಾ; ಅಶೆ ಪೆರಲ್ಲೊ ಅನಿ ಕಾತರ್ತಲೊ ದೊಗೆಬಿ ವಾಂಗ್ಡಾ ಕುಶಿ ಹೊತ್ಯಾತ್.