John 4:38 — Compare Translations

7 translations compared side by side

Odia - 1840
"ତୁମ୍ଭେ ଯାହା ବୁଣି ନଥିଲ ତାହା କାଟିବା ପାଇଁ ମୁଁ ତୁମ୍ଭକୁ ପଠାଇଥିଲି ା ଅନ୍ୟ ଲୋକମାନେ କାମ କଲେ, ଆଉ ତୁମ୍ଭମାନେେ ସମାନଙ୍କେ କାମରୁ ଲାଭ ପାଇଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯାହା ନିମନ୍ତେ ପରିଶ୍ରମ କରି ନାହଁ, ତାହା କାଟିବା ପାଇଁ ମୁଁ ତୁମ୍ଭମାନଙ୍କୁ ପଠାଇଲି; ଅନ୍ୟମାନେ ପରିଶ୍ରମ କରିଅଛନ୍ତି, ଆଉ ତୁମ୍ଭେମାନେ ସେମାନଙ୍କ ପରିଶ୍ରମର ଫଳ ପାଉଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ଯେଉଁ କ୍ଷେତରେ କାର୍ଯ୍ୟ କରି ନାହଁ, ସେଠାରେ ଅମଳ କରିବା ପାଇଁ ତୁମକୁ ମୁଁ ପଠାଇଛି। ଅନ୍ୟମାନେ ସେଠି ପରିଶ୍ରମ କରିଛନ୍ତି, କିନ୍ତୁ ତୁମେ ଲାଭବାନ ହେବ।”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯାହା ବୁଣି ନ ଥିଲ ତାହା କାଟିବା ପାଇଁ ମୁଁ ତୁମ୍ଭକୁ ପଠାଇଥିଲି ଅନ୍ୟ ଲୋକମାନେ କାମ କଲେ, ଆଉ ତୁମ୍ଭେମାନେ ସେମାନଙ୍କ କାମରୁ ଲାଭ ପାଇଲ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯାହା ନିମନ୍ତେ ପରିଶ୍ରମ କରି ନାହଁ, ତାହା କାଟିବା ପାଇଁ ମୁଁ ତୁମ୍ଭମାନଙ୍କୁ ପଠାଇଲି; ଅନ୍ୟମାନେ ପରିଶ୍ରମ କରିଅଛନ୍ତି, ଆଉ ତୁମ୍ଭେମାନେ ସେମାନଙ୍କ ପରିଶ୍ରମର ଫଳ ପାଉଅଛ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯାହା ନିମନ୍ତେ ପରିଶ୍ରମ କରି ନାହଁ, ତାହା କାଟିବା ପାଇଁ ମୁଁ ତୁମ୍ଭମାନଙ୍କୁ ପଠାଇଲି; ଅନ୍ୟମାନେ ପରିଶ୍ରମ କରିଅଛନ୍ତି, ଆଉ ତୁମ୍ଭେମାନେ ସେମାନଙ୍କ ପରିଶ୍ରମର ଫଳ ପାଉଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ಕಾಮ್ ಕರಿನಸಲ್ಲ್ಯಾ ಶೆತಾತ್ನಿ ಮಿಯಾ ತುಕಾ ಪಿಕ್ ಕಾತ್ರುಕ್ ಧಾಡ್ತಾ; ಥೈ ದುಸ್ರ್ಯಾನಿ ರಾಬ್ಲ್ಯಾನಾತ್ ಖರೆ ತೆಚೊ ಫಾಯ್ದೊ ತುಕಾ ಗಾವ್ತಾ.