John 4:39 — Compare Translations

7 translations compared side by side

Odia - 1840
"ସେ ସହରର ଶମିରୋଣୀୟମାନଙ୍କ ଭିତରୁ ଅନକେ ଯୀଶୁଙ୍କୁ ବିଶ୍ବାସ କଲେ। ସେ ସ୍ତ୍ରୀଲୋକ ଯୀଶୁଙ୍କ ବିଷୟ ରେ ଯାହା କହିଥିଲା ସେଥିପାଇଁ ସମାନେେ ବିଶ୍ବାସ କଲେ। ସେ ସମାନଙ୍କେୁ କହିଲା, ଯୀଶୁ ମାେତେ ମୁଁ କରିଥିବା ପ୍ରେତ୍ୟକକ ଘଟଣାମାନ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ ବୋଲି ଯେଉଁ ସ୍ତ୍ରୀଲୋକ ସାକ୍ଷ୍ୟ ଦେଇଥିଲା, ତାହାର କଥା ହେତୁ ସେହି ନଗରର ଶମିରୋଣୀୟମାନଙ୍କ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ଵାସ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସହରର ଅନେକ ଶମିରୋଣୀୟ ଯୀଶୁଙ୍କୁ ବିଶ୍ୱାସ କଲେ, କାରଣ ସ୍ତ୍ରୀ ଲୋକଟି ସେମାନଙ୍କୁ କହିଥିଲା, “ଅତୀତରେ ମୁଁ ଯାହାସବୁ କରିଛି, ସେସବୁ କଥା ସେ ମୋତେ କହିଦେଲେ।”
Odia Bible ERV 2004 (ପବିତ୍ର ବାଇବଲ)
ସେ ସହରର ଶମିରୋଣୀୟମାନଙ୍କ ଭିତରୁ ଅନେକ ଯୀଶୁଙ୍କୁ ବିଶ୍ୱାସ କଲେ। ସେ ସ୍ତ୍ରୀଲୋକ ଯୀଶୁଙ୍କ ବିଷୟରେ ଯାହା କହିଥିଲା ସେଥିପାଇଁ ସେମାନେ ବିଶ୍ୱାସ କଲେ। ସେ ସେମାନଙ୍କୁ କହିଲା, “ଯୀଶୁ ମୋତେ ମୁଁ କରିଥିବା ପ୍ରତ୍ୟେକ ଘଟଣାମାନ କହିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ ବୋଲି ଯେଉଁ ସ୍ତ୍ରୀଲୋକ ସାକ୍ଷ୍ୟ ଦେଇଥିଲା, ତାହାର କଥା ହେତୁ ସେହି ନଗରର ଶମିରୋଣୀୟମାନଙ୍କ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯାହା ଯାହା କରିଅଛି, ସେହି ସବୁ ସେ ମୋତେ କହିଲେ ବୋଲି ଯେଉଁ ସ୍ତ୍ରୀଲୋକ ସାକ୍ଷ୍ୟ ଦେଇଥିଲା, ତାହାର କଥା ହେତୁ ସେହି ନଗରର ଶମିରୋଣୀୟମାନଙ୍କ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಬಾಯ್ಕೊಮನ್ಸಿನ್ “ಮಿಯಾ ಕರಲ್ಲೆ ಸಗ್ಳೆ ತೆನಿ ಮಾಕಾ ಸಾಂಗ್ಲ್ಯಾನ್” ಮನುನ್ ಸಾಂಗಲ್ಲ್ಯಾ ತನ್ನಾ ತ್ಯಾ ಶಾರಾತ್ಲ್ಯಾ ಸುಮಾರ್ ಸಮಾರಿಯಾಚ್ಯಾ ಲೊಕಾನಿ ಜೆಜುಚ್ಯಾ ವರ್ತಿ ವಿಶ್ವಾಸ್ ಕರ್ಲ್ಯಾನಿ.