John 4:40 — Compare Translations
7 translations compared side by side
Odia - 1840
"ଶମିରୋଣୀୟମାନେ ଯୀଶୁଙ୍କ ପାଖକୁ ଗଲେ। ସମାନେେ ତାହାଙ୍କୁ ସମାନଙ୍କେ ସହିତ କିଛି ଦିନ ରହିବା ପାଇଁ ଅନୁ ରୋଧ କଲେ। ତେଣୁ ଯୀଶୁ ସଠାେରେ ଦୁଇ ଦିନ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ସେହି ଶମିରୋଣୀୟମାନେ ତାହାଙ୍କ ନିକଟକୁ ଆସି ସେମାନଙ୍କ ସହିତ ରହିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ, ଆଉ ସେ ଦୁଇ ଦିନ ସେ ସ୍ଥାନରେ ରହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶମିରୋଣୀୟମାନେ ଯୀଶୁଙ୍କ ନିକଟକୁ ଆସି ସେମାନଙ୍କ ସହିତ ଆଉ କିଛି ଦିନ ରହିବା ପାଇଁ ତାଙ୍କୁ ଅନୁରୋଧ କଲେ। ଯୀଶୁ ସେମାନଙ୍କ ସହିତ ଆଉ ଦୁଇ ଦିନ ରହିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଶମିରୋଣୀୟମାନେ ଯୀଶୁଙ୍କ ପାଖକୁ ଗଲେ। ସେମାନେ ତାହାଙ୍କୁ ସେମାନଙ୍କ ସହିତ କିଛି ଦିନ ରହିବା ପାଇଁ ଅନୁରୋଧ କଲେ। ତେଣୁ ଯୀଶୁ ସେଠାରେ ଦୁଇ ଦିନ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ସେହି ଶମିରୋଣୀୟମାନେ ତାହାଙ୍କ ନିକଟକୁ ଆସି ସେମାନଙ୍କ ସହିତ ରହିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ, ଆଉ ସେ ଦୁଇ ଦିନ ସେ ସ୍ଥାନରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ସେହି ଶମିରୋଣୀୟମାନେ ତାହାଙ୍କ ନିକଟକୁ ଆସି ସେମାନଙ୍କ ସହିତ ରହିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ, ଆଉ ସେ ଦୁଇ ଦିନ ସେ ସ୍ଥାନରେ ରହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ತ್ಯಾ ಸಮಾರಿಯಾಚ್ಯಾ ಲೊಕಾನಿ ಜೆಜುಕ್ಡೆ “ತಿಯಾ ಅಮ್ಚ್ಯಾ ವಾಂಗ್ಡಾ ರ್ಹಾ” ಮನುನ್ ಲೈ ಮಾಗ್ಲ್ಯಾನಿ ತನ್ನಾ ಜೆಜು ದೊನ್ ದಿಸ್ ಥೈಚ್ ರ್ಹಾಲೊ.