John 4:44 — Compare Translations

7 translations compared side by side

Odia - 1840
"ଯୀଶୁ ପୂର୍ବରୁ କହିଥିଲେ ଯେ ଜଣେ ଭାବବାଦୀ ନିଜ ଦେଶ ରେ ସମ୍ମାନ ପାଏନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଭାବବାଦୀ ସ୍ଵଦେଶରେ ଆଦର ପାଆନ୍ତି ନାହିଁ ବୋଲି ଯୀଶୁ ଆପେ ସାକ୍ଷ୍ୟ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ସେ ଆଗରୁ କହିଥିଲେ, ଜଣେ ଭାବବାଦୀ ନିଜ ଦେଶରେ ସମ୍ମାନିତ ହୁଅନ୍ତି ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପୂର୍ବରୁ କହିଥିଲେ ଯେ ଜଣେ ଭାବବାଦୀ ନିଜ ଦେଶରେ ସମ୍ମାନ ପାଏନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଭାବବାଦୀ ସ୍ୱଦେଶରେ ଆଦର ପାଆନ୍ତି ନାହିଁ ବୋଲି ଯୀଶୁ ଆପେ ସାକ୍ଷ୍ୟ ଦେଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଭାବବାଦୀ ସ୍ୱଦେଶରେ ଆଦର ପାଆନ୍ତି ନାହିଁ ବୋଲି ଯୀଶୁ ଆପେ ସାକ୍ଷ୍ୟ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಅಪ್ನಾಕುಚ್, “ಪ್ರವಾದ್ಯಾಕ್ನಿ ಸ್ವತಾಚ್ಯಾ ಗಾಂವಾತ್ನಿ ಮಾನ್ ಗಾವಿನಾ” ಮಟ್ಲ್ಯಾನ್.