John 4:45 — Compare Translations

7 translations compared side by side

Odia - 1840
"ପୁଣି ଯୀଶୁ ଯେତବେେଳେ ଗାଲୀଲୀ ରେ ପହନ୍ଚିଲେ, ସଠାେରେ ଲୋକେ ତାହାଙ୍କୁ ସ୍ବାଗତ କଲେ। ପୂର୍ବରୁ ୟିରୂଶାଲମ ରେ ନିସ୍ତାରପର୍ବ ବେଳେ ସମାନେେ ତାହାଙ୍କର କାର୍ୟ୍ଯ ସବୁ ଦେଖିଥିଲେ। ସହେି ଲୋକମାନେ ପର୍ବ ସମୟରେ ମଧ୍ଯ ଉପସ୍ଥିତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଗାଲିଲୀକି ଆସନ୍ତେ, ପର୍ବ ସମୟରେ ସେ ଯିରୂଶାଲମରେ ଯାହା ଯାହା କରିଥିଲେ, ସେହିସବୁ ଦେଖିଥିବାରୁ ଗାଲିଲୀୟମାନେ ତାହାଙ୍କୁ ଗ୍ରହଣ କଲେ, ଯେଣୁ ସେମାନେ ମଧ୍ୟ ପର୍ବକୁ ଯାଇଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଗାଲିଲୀର ଲୋକମାନେ ଯୀଶୁଙ୍କୁ ସ୍ୱାଗତ କଲେ, କାରଣ ନିସ୍ତାର ପର୍ବବେଳେ ଯିରୂଶାଲମରେ ଯୀଶୁ କରିଥିବା କାର୍ଯ୍ୟ ସବୁ ସେମାନେ ଦେଖିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯୀଶୁ ଯେତେବେଳେ ଗାଲିଲୀରେ ପହଞ୍ଚିଲେ, ସେଠାରେ ଲୋକେ ତାହାଙ୍କୁ ସ୍ୱାଗତ କଲେ। ପୂର୍ବରୁ ଯିରୁଶାଲମରେ ନିସ୍ତାରପର୍ବ ବେଳେ ସେମାନେ ତାହାଙ୍କର କାର୍ଯ୍ୟ ସବୁ ଦେଖିଥିଲେ। ସେହି ଲୋକମାନେ ପର୍ବ ସମୟରେ ମଧ୍ୟ ଉପସ୍ଥିତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଗାଲିଲୀକୁ ଆସନ୍ତେ, ପର୍ବ ସମୟରେ ସେ ଯିରୂଶାଲମ ସହରରେ ଯାହା ଯାହା କରିଥିଲେ, ସେହିସବୁ ଦେଖିଥିବାରୁ ଗାଲିଲୀୟମାନେ ତାହାଙ୍କୁ ଗ୍ରହଣ କଲେ, ଯେଣୁ ସେମାନେ ମଧ୍ୟ ପର୍ବକୁ ଯାଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଗାଲିଲୀକୁ ଆସନ୍ତେ, ପର୍ବ ସମୟରେ ସେ ଯିରୂଶାଲମରେ ଯାହା ଯାହା କରିଥିଲେ, ସେହି ସବୁ ଦେଖିଥିବାରୁ ଗାଲିଲୀୟମାନେ ତାହାଙ୍କୁ ଗ୍ରହଣ କଲେ, ଯେଣୁ ସେମାନେ ମଧ୍ୟ ପର୍ବକୁ ଯାଇଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಗಾಲಿಲಿಯಾಕ್ ಯೆವ್ನ್ ಪಾವಲ್ಲ್ಯಾ ತನ್ನಾ ಥೈತ್ಲ್ಯಾ ಲೊಕಾನಿ ತೆಕಾ ಸ್ವಾಗತ್ ಕರ್ಲ್ಯಾನಿ, ಕಶ್ಯಾಕ್ ಮಟ್ಲ್ಯಾರ್ ತೆನಿ ಜೆರುಜಲೆಮಾಕ್ ಪಾಸ್ಕಾಚ್ಯಾ ಸನಾಕ್ ಗೆಲ್ಲ್ಯಾ ತನ್ನಾ ಜೆಜುನ್ ಕರಲ್ಲಿ ಸಗ್ಳಿ ಕಾಮಾ ತೆನಿ ಬಗಟಲ್ಲ್ಯಾನಿ.