John 4:46 — Compare Translations

7 translations compared side by side

Odia - 1840
"ଯୀଶୁ ଗାଲୀଲର କାନା ନଗରକୁ ପୁଣି ଥରେ ଗଲେ। କାନ୍ନା ରେ ସେ ଜଳକୁ ଦ୍ରାକ୍ଷାରସ ରେ ପରିଣତ କରିଥିଲେ। ରାଜାଙ୍କର ଜଣେ ମୁଖ୍ଯକର୍ମଚାରୀ କଫର୍ନାହୂମ ନଗର ରେ ବାସ କରୁଥିଲେ। ଏହି ବ୍ଯକ୍ତିଙ୍କର ପୁତ୍ର ଅସୁସ୍ଥ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ । ଆଉ ଜଣେ ରାଜକର୍ମଚାରୀ ଥିଲେ, ତାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଯୀଶୁ ଗାଲିଲୀର କାନ୍ନା ସହରକୁ ଫେରିଗଲେ। ସେଠାରେ ସେ ଜଳକୁ ଦ୍ରାକ୍ଷାରସରେ ପରିଣତ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଗାଲୀଲର କାନ୍ନା ନଗରକୁ ପୁଣି ଥରେ ଗଲେ। କାନ୍ନାରେ ସେ ଜଳକୁ ଦ୍ରାକ୍ଷାରସରେ ପରିଣତ କରିଥିଲେ। ରାଜାଙ୍କର ଜଣେ ମୁଖ୍ୟକର୍ମଗ୍ଭରୀ କଫର୍ନାହୂମ ନଗରରେ ବାସ କରୁଥିଲେ। ଏହି ବ୍ୟକ୍ତିଙ୍କର ପୁତ୍ର ଅସୁସ୍ଥ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ। ଆଉ ଜଣେ ରାଜକର୍ମଚାରୀ ଥିଲେ, ତାହାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ । ଆଉ ଜଣେ ରାଜକର୍ମଚାରୀ ଥିଲେ, ତାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಜೆಜು ಅಪ್ನಿ ಪಾನಿ ಹೊತ್ತೆ ವಾಯ್ನ್ ಕರುನ್ ಬದ್ಲಲ್ಲ್ಯಾ ಗಾಲಿಲಿಯಾ ಪ್ರಾಂತ್ಯಾತ್ಲ್ಯಾ ಕಾನಾ ಮನ್ತಲ್ಯಾ ಗಾಂವಾಕ್ ಗೆಲೊ ಥೈ ಎಕ್ ಸರ್ಕಾರಾಚೊ ಮೊಟೊ ಅದಿಕಾರಿ ಹೊತ್ತೊ ತೆಚೊ ಲೆಕ್ ಶಿಕ್ ಹೊತ್ತೊ ತೊ ಲೆಕ್ ಕಫರ್ನವ್ ಮನ್ತಲ್ಯಾ ಗಾಂವಾತ್ ಹೊತ್ತೊ.