John 4:47 — Compare Translations
7 translations compared side by side
Odia - 1840
"ସହେି ବ୍ଯକ୍ତି ଶୁଣିଲେ ଯେ ଯୀଶୁ ୟିହୂଦା ପ୍ରଦେଶରୁ ଆସିଛନ୍ତି ଓ ବର୍ତ୍ତମାନ ଗାଲୀରୀ ରେ ଅଛନ୍ତି, ତେଣୁ ସେ ବ୍ଯକ୍ତି କାନା ରେ ଯୀଶୁଙ୍କୁ ଦଖାେ କଲେ। କଫର୍ନାହୂମକୁ ଆସି ତାହାଙ୍କର ପୁତ୍ରକୁ ସୁସ୍ଥ କରିବା ପାଇଁ ସେ ଯୀଶୁଙ୍କୁ ନିବଦନେ କଲେ। ତାହାଙ୍କର ପୁତ୍ର ମୃତ ପ୍ରାୟ ହଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଯିହୁଦା ପ୍ରଦେଶରୁ ଗାଲିଲୀକି ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍ ହୋଇଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ଥିବା ଜଣେ ରାଜକର୍ମଚାରୀଙ୍କ ପୁତ୍ର କପର୍ନାହୂମରେ ପୀଡ଼ିତ ଥିଲା। ଯୀଶୁ ଯିହୁଦାରୁ ଗାଲିଲୀକୁ ଆସିଛନ୍ତି ବୋଲି ଶୁଣି, ଉକ୍ତ କର୍ମଚାରୀ ଯୀଶୁଙ୍କ ନିକଟକୁ ଗଲେ। ମୃତ୍ୟୁ ଶଯ୍ୟାରେ ପଡ଼ିଥିବା ତାଙ୍କ ପୁତ୍ରକୁ ସୁସ୍ଥ କରିବା ପାଇଁ କପର୍ନାହୂମ ଯିବାକୁ ସେ ଯୀଶୁଙ୍କୁ ଅନୁରୋଧ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ବ୍ୟକ୍ତି ଶୁଣିଲେ ଯେ ଯୀଶୁ ଯିହୂଦା ପ୍ରଦେଶରୁ ଆସିଛନ୍ତି ଓ ବର୍ତ୍ତମାନ ଗାଲିଲୀରେ ଅଛନ୍ତି, ତେଣୁ ସେ ବ୍ୟକ୍ତି କାନ୍ନାରେ ଯୀଶୁଙ୍କୁ ଦେଖାକଲେ। କଫର୍ନାହୂମକୁ ଆସି ତାହାଙ୍କର ପୁତ୍ରକୁ ସୁସ୍ଥ କରିବା ପାଇଁ ସେ ଯୀଶୁଙ୍କୁ ନିବେଦନ କଲେ। ତାହାଙ୍କର ପୁତ୍ର ମୃତ ପ୍ରାୟ ହେଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଯିହୂଦିୟା ପ୍ରଦେଶରୁ ଗାଲିଲୀକୁ ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାହାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଯିହୂଦା ପ୍ରଦେଶରୁ ଗାଲିଲୀକୁ ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍ ହୋଇଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಜದೆಯಾತ್ನಾ ಗಾಲಿಲಿಯಾಕ್ ಯೆಲಾ ಮನ್ತಲೆ ಆಯ್ಕಲ್ಲ್ಯಾ, ತನ್ನಾ ತೊ ಜೆಜುಕ್ಡೆ ಗೆಲೊ, ಅನಿ ಶಿಕ್ ಪಡುನ್ ಮರ್ತಲ್ಯಾ ಪರಿಸ್ತಿತಿರ್ ಹೊತ್ತ್ಯಾ ಅಪ್ನಾಚ್ಯಾ ಲೆಕಾಕ್ ಕಫರ್ನವ್ಕ್ ಜಾವ್ನ್ ಗುನ್ ಕರ್ ಮಾಗುಲಾಲೊ.