John 4:48 — Compare Translations

7 translations compared side by side

Odia - 1840
"ଯୀଶୁ ତାହାଙ୍କୁ କହିଲେ, ତୁମ୍ଭମାନେେ ଅଲୌକିକ ଓ ଅଶ୍ଚର୍ୟ୍ଯଜନକ କାର୍ୟ୍ଯମାନ ନ ଦେଖିଲେ ତୁମ୍ଭମାନେେ ମାେତେ ବିଶ୍ବାସ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ତାଙ୍କୁ କହିଲେ, ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ଵାସ କରିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାଙ୍କୁ କହିଲେ: “ଅଦ୍ଭୁତ ଓ ଅଲୌକିକ କାର୍ଯ୍ୟମାନ ନ ଦେଖିଲେ, ତୁମ୍ଭେମାନେ କେବେହେଲେ ବିଶ୍ୱାସ କରିବ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେମାନେ ଅଲୌକିକ ଓ ଆଶ୍ଚର୍ଯ୍ୟଜନକ କାର୍ଯ୍ୟମାନ ନ ଦେଖିଲେ ତୁମ୍ଭେମାନେ ମୋତେ ବିଶ୍ୱାସ କରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ୱାସ କରିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ତାଙ୍କୁ କହିଲେ, ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ୱାସ କରିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಕಾ,“ಅಜಾಪಾ, ಅನಿ ಚಮತ್ಕಾರಾ ಬಗಟ್ಲ್ಯಾ ಶಿವಾಯ್ ತುಮ್ಚ್ಯಾತ್ಲೆ ಕೊನ್ಬಿ ವಿಶ್ವಾಸ್ ಕರಿನ್ಯಾಸಿ”, ಮಟ್ಲ್ಯಾನ್.